ସମ୍ବଲପୁରର ଗ୍ରାମ୍ୟଦେବୀ ମାଁ ସମଲେଶ୍ୱରୀ ବୁଧବାର ଆଶ୍ୱିନ ମହାଳୟା ତିଥି ଅବସରରେ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି । ସକାଳୁ ଦେବୀଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା ପରେ ଭକ୍ତମାନେ ମାଁଙ୍କ ଏହି ବେଶ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ ଲାଗି ରହିଛି।ମାଁ ବର୍ଷସାରା ଲାଲ ରଙ୍ଗରେ ଦର୍ଶନ ଦେଉଥିବା ବେଳେ ଆଜିର ଦିନରେ ଭକ୍ତ ମାନଙ୍କୁ ଧଳା ତଥା ଶୁଭ୍ର ରଙ୍ଗରେ ଦର୍ଶନ ଦେଇଥାନ୍ତି । ଏହି ବେଶରେ ଦେବୀଙ୍କୁ ଦର୍ଶନ କଲେ ପୂଣ୍ୟ ପ୍ରାପ୍ତି ହୁଏ ବୋଲି ଭକ୍ତଙ୍କ ବିଶ୍ୱାସ ରହିଛି।
Trending
- ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାର ତତ୍ପର – ସୁରେଶ ପୂଜାରୀ
- ଓଡ଼ିଶାର ସର୍ବବୃହତ ପ୍ରେକ୍ଷାଳୟ ‘କଳାମଣ୍ଡଳ’ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
- “ଯେତେବେଳେ ମୋବାଇଲ୍ ଫୋନ୍ ଥାଏ, ବିହାରକୁ ଲଣ୍ଠନର ଆବଶ୍ୟକତା ନାହିଁ – ପ୍ରଧାନମନ୍ତ୍ରୀ ମୋଦୀ
- ଗିରଫ ବିକ୍ରମ ପଣ୍ଡାଙ୍କ ପାଇଁ କୋର୍ଟରେ ୪୪ ଜଣ ଓକିଲ ଲଢ଼ିବେ
- ନୂଆପଡା ଲଢେଇରେ କେଉଁ ପ୍ରାର୍ଥୀ ଆଗରେ ?
- ନୂଆପଡା ଜିଲ୍ଲାର ସାମଗ୍ରିକ ବିକାଶ ପାଇଁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତା ଆମ ସମସ୍ତଙ୍କୁ ପ୍ରଭାବିତ କରିଛି
- ରାଜ୍ୟର ଶାସନ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଥିବା ବେଳେ ବିଜେପି ଆକ୍ରୋଶମୂଳକ ରାଜନୀତି ଆରମ୍ଭ କରିଛି: ବିଜେଡି
- ରାଜ୍ୟରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା
- ବସରେ ଲାଗିଲା ନିଆଁ , ୧୧ ମୃତ ୧୨ ଆହତ
- ବେଦାନ୍ତ ପକ୍ଷରୁ ଓଡିଶାରେ ପ୍ରାୟ ୧ ଲକ୍ଷ କୋଟି ଟଙ୍କାର ହେବ ପୁଞ୍ଜି ନିବେଶ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
Next Post