ଭୁବନେଶ୍ବର: ରାଜନୀତିରେ ଜୟ ପରାଜୟ ଲାଗି ରହଛି। ଜୟରେ ବହୁତ ଉନ୍ମାଦିତ ଏବଂ ପରାଜୟରେ ହତୋତ୍ସାହିତ ହେବାର ଆବଶ୍ୟକତା ନାହିଁ। ପୂର୍ବରୁ ବିଜେପି ବହୁତ ଥର ହାରିଛି,ବିଜେପି ପାଖରେ ଦେଶରେ ୨ଟି ଲୋକସଭା ଆସନ ଥିଲା, ଓଡ଼ିଶାରେ କିଛି ଲୋକ ବିଜେପିକୁ ସାଇନ୍ ବୋର୍ଡ ପାର୍ଟି କହୁଥିଲେ। କିନ୍ତୁ ଏବେ ଓଡ଼ିଆ ଲୋକଙ୍କ ଆଶୀର୍ବାଦରେ ସେବା କରିବାର ସୁଯୋଗ ମିଳିଛି। ଲୋକ ମାନେ ଯାହାକୁ ଯେଉଁ ଭୂମିକା ଦେଇଛନ୍ତି, ଯାହାକୁ ସେବା କରିବାର ଭୂମିକା ଦେଇଛନ୍ତି, ସେ ସେବା କରୁ। ଯାହାକୁ ଦାୟିତ୍ଵସମ୍ପନ୍ନ ବିରୋଧୀ ଦଳ ଭାବେ ଦାୟିତ୍ଵ ଦେଇଛନ୍ତି, ସେ ତାକୁ ପାଳନ କରନ୍ତୁ। ବାକି ଲୋକ ବିଚାର କରିବେ। ବିଜେପି ମିଛ କହୁଥିବା ନେଇ କିଛି ଦିନ ତଳେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଟିପ୍ପଣୀ କରିଥିଲେ। ଏହା ଉପରେ ଏପରି କହିଛନ୍ତି କେନ୍ଦ୍ରମନ୍ତ୍ରୀ ।
Trending
- ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ନେତା ସତ୍ୟେନ୍ଦ୍ର ଜୈନଙ୍କୁ ବଡ଼ ଆଶ୍ୱସ୍ତି, ମିଳିଲା ଜାମିନି
- ପବିତ୍ର ଜନ୍ମାଷ୍ଟମୀ ପାଇଁ ଚଳଚଞ୍ଚଳ କନ୍ଧମାଳ ଜିଲ୍ଲା, ଆଶ୍ରମରେ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ
- ଆସନ୍ତାକାଲି ମିଳିବ ସିଏମ୍-କିଷାନ ଯୋଜନାର ପଞ୍ଚମ କିସ୍ତି,ରାଜ୍ୟର ୪୧ ଲ୪ରୁ ଉର୍ଦ୍ଧ କୃଷକ ପରିବାର ଉପକୃତ ହେବେ
- ଭିତରକନିକାରେ ତିନି ଦିନ ଧରି ପକ୍ଷୀ ଗଣନା ଚାଲିବ,ସକାଳ ୬ରୁ ଦିନ ୧୨ଟା ପର୍ଯ୍ୟନ୍ତ ପକ୍ଷୀ ଗଣନା
- ଏୟାର ମାର୍ଶାଲ୍ ଜିତେନ୍ଦ୍ର ମିଶ୍ର ହେଲେ ଆଯୋଧ୍ୟା ରାମ ମନ୍ଦିରର CEO
- ଓଡ଼ିଶାରେ କମିଲା PUCC ଜରିମାନା, ଗାଡ଼ି ଅନୁସାରେ ଲାଗିବ ଅଲଗା ଅଲଗା ଜରିମାନା
- ନୂଆ ପୋଲିସ ମୁଖ୍ୟ ଚୟନ ଉପରେ ଜାରି ରହିଲା ସସ୍ ପେନ୍ସ,ସେପ୍ଟେମ୍ବର ୭କୁ ଘୁଞ୍ଚିଲା ସୁପ୍ରିମକୋର୍ଟଙ୍କ ଶୁଣାଣି
- ୧୦ ମାସ ପରେ ବ୍ରହ୍ମପୁର ଜେଲରୁ ବାହାରିଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା,ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ଘଟଣାରେ ହୋଇଥିଲେ ଗିରଫ
- ସ୍ୱାୟତ୍ତ ଶାସନ ଦିବସ: ସହରର ବିକାଶ ପାଇଁ ଏକଜୁଟ ହେବାକୁ ଟିଟିଲାଗଡ଼ ପୌରପରିଷଦର ଆହ୍ୱାନ
- ଯେପର୍ଯ୍ୟନ୍ତ ଅତ୍ୟନ୍ତ ଆବଶ୍ୟକ ନହୋଇଛି, ସେପର୍ଯ୍ୟନ୍ତ ସୁନା କିଣିବାରୁ ଦୂରେଇ ରହିବା ଉଚିତ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
Prev Post