ଯୁକ୍ତ ଦୁଇ ପରୀକ୍ଷା ତାରିଖ ଶନିବାର ଘୋଷଣା ହୋଇଛି। ଦୁଇଟି ପର୍ଯ୍ୟାୟରେ ପରୀକ୍ଷା ହେବ ବୋଲି ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡା ସୂଚନା ଦେଇଛନ୍ତି। ଆସନ୍ତା ଡିସେମ୍ବର ୨୬ ରୁ ୩୦ ଯାଏ ଇଣ୍ଟରନାଲ ପରୀକ୍ଷା ଅନୁଷ୍ଠିତ ହେବ। ଏହାପରେ ପ୍ରାକ୍ଟିକାଲ ପରୀକ୍ଷା ଜାନୁଆରୀ ୨ ରୁ ୧୨ ଭିତରେ ହେବ। ଅନ୍ୟପଟେ ଫେବ୍ରୁଆରୀ ୧୫ ରୁ ମାର୍ଚ୍ଚ ୨୦ ଭିତରେ ବୋର୍ଡ ପରୀକ୍ଷା ହେବ। ପରୀକ୍ଷା ସରିବାର ୪୫ ଦିନ ଭିତରେ ଫଳାଫଳ ବାହାରିବ ବୋଲି ଜଣାପଡିଛି। ତେବେ କଲେଜରେ ୭୫% ଉପସ୍ଥାନ ନ ଥିଲେ, ଆଡମିଟ କାର୍ଡ ମିଳିବନି |କିଛି କଲେଜରେ ଯେଉଁଠି ପିଲାମାନଙ୍କ ଉପସ୍ଥାନ କମ୍ ଥିବ, ସେମାନଙ୍କୁ ଶ୍ରେଣୀ ଗୃହକୁ ଆଣିବାକୁ କଲେଜ ଅଧ୍ୟକ୍ଷ ସଚେତନ କରନ୍ତୁ ବୋଲି ସେ କହିଛନ୍ତି।
Trending
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି