ଟମାଟୋ, ବାଇଗଣ, ପୋଟଳ, କାକୁଡ଼ି ଦର ଆପଣଙ୍କ ଅଞ୍ଚଳରେ କେତେ? ଦରକୁ ନେଇ ଏବେ ସବୁଠି ଚର୍ଚା । ବଜାରରେ ପରିବା ଦରରେ ନିଆଁ ଲାଗିଛି। ମାର୍କେଟକୁ ଗଲେ ୫୦୦ ଟଙ୍କାରେ ମଧ୍ୟ ବ୍ୟାଗ୍ ପୁରୁନି। ସବୁ ପରିବା ଦର ହୁହୁ ହୋଇ ବଢ଼ି ଚାଲିଥିବା ବେଳେ ଟମାଟୋ କିଲୋ ପଚାଶ ଟପି 80ରେ ପହଞ୍ଚିଲାଣି।ବିଭିନ୍ନ ସ୍ଥାନରେ ଶହେ ଟଙ୍କା ଉପରେ କିଲୋ ଟମାଟୋ ବିକ୍ରି ହେଉଛି । ପାର୍ବଣ ବେଳେ ପରିବା ଦର ବଢ଼ିବା ଗ୍ରାହକଙ୍କ ଚିନ୍ତା ବଢ଼ାଇ ଦେଇଛି । କିଛି ମାସ ପୂର୍ବରୁ ମଧ୍ୟ ଟମାଟୋ ଦର ଶହେ ଟପିଥିଲା । ପୁଣି ଥରେ ସମାନ ସ୍ଥିିତି ଦେଖିବାକୁ ମିଳିଛି ।କେବଳ ଟମାଟୋ ନୁହେଁ ବରଂ ଅନ୍ୟ ପନିପରିବା ଯେମିତିକି ପିଆଜ ଦର ମଧ୍ୟ ବଢ଼ିବାରେ ଲାଗିଛି । ପାର୍ବଣ ବେଳେ ଆକାଶଛୁଆଁ ପରିବା ଦର ଖାଉଟିଙ୍କୁ ଚିନ୍ତାରେ ପକାଇଛି ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ