ପ୍ରବଳ ବର୍ଷା
ବଙ୍ଗୋପସାଗରରେ ଓ ତାର ପାଶ୍ୱବର୍ତ୍ତୀ ଅଂଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା କାରଣରୁ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ପୁରୀ , ଜଗତସିଂହପୁର ଏବଂ କେନ୍ଦ୍ରାପଡା ଜିଲ୍ଲାରେ ବର୍ଷା ନେଇ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପଟେ ଆଗାମୀ 3 ଘଣ୍ଟା ପାଇଁ ସତର୍କ ରହିବାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।