ଚଳିତ ପାର୍ବଣ ଋତୁରେ ସୁନା, ରୁପା ଓ ମୂଲ୍ୟବାନ ଅଳଙ୍କାର କ୍ରୟ କରିବା ସହିତ ପ୍ରିୟଜନଙ୍କୁ ଉପହାର ଦେବା ପାଇଁ ଆମାଜନ ଗୋଲ୍ଡ ଭାଉଚର ଏକ ସରଳ ସମାଧାନ ପାଲଟିଛି। ଏପରିକି ଏହା ଜରିଆରେ ଉପଭୋକ୍ତା ଅଳଙ୍କାର କ୍ରୟଠାରୁ ଆରମ୍ଭ କରି ଉପହାର ପ୍ରଦାନ ପର୍ଯ୍ୟନ୍ତ ବ୍ୟାପକ ସୁବିଧା ପାଇପାରିବେ। ଉଲ୍ଲେଖଯୋଗ୍ୟ, ଫିନଟେକ୍ କମ୍ପାନୀ ପାଇନ୍ ଲ୍ୟାବ୍ସ ପ୍ରାଇଭେଟ୍ ଲିମିଟେଡ୍ (ପାଇନ୍ ଲ୍ୟାବ୍ସ) ଏବଂ ଆମାଜନ.ଇନ୍ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏପରିକି ପାଇନ ଲ୍ୟାବ୍ସ ସହଭାଗିତାରେ ଆମାଜନ ଗୋଲ୍ଡ ଭାଉଚରର ଶୁଭାରମ୍ଭ କରାଯାଇଛି। ଏହା ହେଉଛି ଏକ ଉପଯୁକ୍ତ କର୍ପୋରେଟ୍ ଗିଫ୍ଟିଂ ସଲ୍ୟୁଶନ୍, ଯାହା ଆମାଜନ ପେ’ର ସୁବିଧା ସହିତ ସୁନା ସହ ଜଡ଼ିତ ନିବେଶକୁ ସହଜ କରିଛି। ଏହି ଭାଉଚର୍ ବର୍ତ୍ତମାନ ପାଇନ ଲ୍ୟାବ୍ସ ଦ୍ୱାରା ପରିଚାଳିତ ହେଉଛି, ପାରମ୍ପରିକ ଗୋଲ୍ଡ ଭାଉଚର୍ ଗୋଟିଏ ବ୍ରାଣ୍ଡ୍ରେ ସୀମିତ ଥିବାବେଳେ ଏହି ଭାଉଚର ହେଉଛି, ପ୍ରଥମ ପ୍ରିପେଡ୍ ଉପକରଣ,ଯାହା ଉପଭୋକ୍ତାଙ୍କୁ ଆମାଜନ.ଇନରେ କଲ୍ୟାଣ,ଏମଏମଟିସି, ତନିସ୍କ ଏବଂ ଜୟଆଲୁକ୍କାସ ଭଳି ବିଶ୍ବସ୍ତ ସୁନା ବ୍ରାଣ୍ଡ୍ ମଧ୍ୟରୁ ସିଧାସଳଖ ଚୟନ କରିବାର ସୁବିଧା ପ୍ରଦାନ କରୁଛି।
Trending
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ
- ଯୁଦ୍ଧ ସମୟରେ ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ କଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ମୋଦୀ ଜଣାଇଲେ ଶୁଭେଚ୍ଛା
- ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜ ଗିରଫ
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ
- ମଣିଷ ଗଢ଼ୁଥିବା ଗୁରୁଙ୍କୁ ସମ୍ମାନର ଦିନ , ଗୁରୁ ଦିବସ ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
- ଏଣିକି ଜମି କିଣାବିକା ପଞ୍ଜୀକରଣ ଦଲିଲ ମାତ୍ର ଚାରି ପୃଷ୍ଠାରେ ସୀମିତ ରହିବା ସହ ସେଲ୍ ଡିଡ୍ ରେଜିଷ୍ଟ୍ରେସନ ସମ୍ପୂର୍ଣ୍ଣ ପେପରଲେସ୍ ହେବ
- ଓଡ଼ିଶା ଯାତ୍ରୀ ସୁରକ୍ଷା ଆପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
Prev Post
Next Post