ଜମ୍ମୁ କଶ୍ମୀର କିଏ ସରକାର ଗଢ଼ିବ ? ବିଜେପି ସରକାର ଗଢ଼ିବ କି କଂଗ୍ରେସ ମେଂଟ ! ତେବେ ନ୍ୟାସନାଲ କନଫରେନ୍ସ ମୁଖ୍ୟ ଫାରୁକ ଅବଦୁଲ୍ଲା ଏକ ବଡ଼ ବୟାନଦେଇଛନ୍ତି। ସେ କହିଛନ୍ତି, ଆମେ କୌଣସି ସମୟରେ ଭାଜପା ସହିତ ଯିବୁ ନାହିଁ। ଏକଜିଟ ପୋଲ ସହ ଜଡିତ ପ୍ରଶ୍ନ ଉପରେ ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏକଜିଟ ପୋଲ ମଧ୍ୟ ଭୁଲ ପ୍ରମାଣିତ ହୋଇପାରେ। ତେଣୁ, ଫଳାଫଳ ପରେ ହିଁ କିଛି କହିବା ଠିକ ହେବ। ତେବେ ତାଙ୍କ ପୁଅ ଓମାର ଅବଦୁଲ୍ଲା ମୁଖ୍ୟମନ୍ତ୍ରୀ ହେବେ ବୋଲି ସେ ଆଶାବାଦୀ ଅଛନ୍ତି ।
ଏଥର ନ୍ୟାସନାଲ କନଫରେନ୍ସ ଜମ୍ମୁ କଶ୍ମୀରରେ କଂଗ୍ରେସ ସହିତ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିଲା। ଅଧିକାଂଶ ଏକଜିଟ ପୋଲ୍ରେ କଂଗ୍ରେସ-ଏନସି ସର୍ବାଧିକ ସିଟ ପାଇବାକୁ ଦର୍ଶାଉଛି। ତେବେ ମତଦାନରେ କେହି ସଂଖ୍ୟାଗରିଷ୍ଠତା ହାସଲ କରୁଥିବା ଜଣାପଡି ନାହିଁ। ଏଭଳି ପରିସ୍ଥିତିରେ ରାଜ୍ୟରେ ଝୁଲା ବିଧାନସଭା ହେବାର ସମ୍ଭାବନା ରହିଛି। ଯଦି ସେପରି ହୁଏ ତେବେ କେନ୍ଦ୍ର ନିଷ୍ପତ୍ତି ନେବ କିଏ ସରକାର ଗଠନ କରିବ ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Next Post