କିଛିଦିନର ବ୍ୟବଧାନ ପରେ ପ୍ରଦେଶ କଂଗ୍ରେସ କମିଟି ସଭାପତି ପାଇଁ ଚୟନ ପ୍ରକ୍ରିୟାକୁ ନେଇ ପୁଣିଥରେ ହଲ୍ଚଲ୍ ଆରମ୍ଭ ହୋଇଛି। ଫୋନ୍ ଜରିଆରେ କଂଗ୍ରେସ କର୍ମୀଙ୍କଠାରୁ ମତାମତ ସଂଗ୍ରହ କରାଯାଉଥିବା ଚର୍ଚ୍ଚା ଚାଲିଛି। ସଭାପତି ପାଇଁ ୩ଟି ନାଁ ଓ ଚଳିତ ନିର୍ବାଚନରେ ଦଳର ବିପର୍ଯ୍ୟୟ ପଛର କାରଣ ପଚରାଯାଉଛି। ତେବେ ଏଭଳି ଫୋନ୍ କଲ୍କୁ ନେଇ ଦଳ ଏବେ ଦୁଇ ଭାଗ। କେହି କେହି ଏଭଳି କଲ୍ ଏଆଇସିସିରୁ ଆସୁଥିବା କହୁଥିବା ବେଳେ ଅନ୍ୟମାନେ ପ୍ରଭାରୀ ଅଜୟ କୁମାରଙ୍କ ଏକ ଟିମ୍ ଏଭଳି ତଥ୍ୟ ସଂଗ୍ରହ କରୁଥିବା କହୁଛନ୍ତି। ଏସବୁ ଭିତରେ କେବେସୁଦ୍ଧା ପ୍ରକ୍ରିୟା ଶେଷ ହୋଇ ସଭାପତିଙ୍କ ନାମ ଘୋଷଣା ହେବ ତାହା ନେଇ କିଛି ସ୍ପଷ୍ଟତା ନାହିଁ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Next Post