ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ,ପଟିଆ ଭୁବନେଶ୍ବର ପକ୍ଷରୁ ବିଶ୍ବ ନବନିର୍ମାଣ ଆଧ୍ୟାତ୍ମିକ ଚିତ୍ର ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି । ଚିତ୍ର ପ୍ରଦର୍ଶନୀରେ ଆତ୍ମଦର୍ଶନ, ପରାମାତ୍ମା ଦର୍ଶନ, ସୃଷ୍ଟି ଚକ୍ର, ରାଜଯୋଗ ଦର୍ଶନ ଓ ସୁଖୀ ପରିବାର, ଶାନ୍ତି ପରିବାର ସମ୍ପର୍କରେ ଶ୍ରଦ୍ଧାଳୁଙ୍କୁ ଦିଗଦର୍ଶନ ଦିଆଯାଇଥିଲା। ମେଟ୍ରୋ ଟିଭିର ଉପସଭାପତି ସୁସ୍ମିତା ମହାନ୍ତି ଯୋଗଦେଇ ଏହି ଚିତ୍ର ପ୍ରଦର୍ଶନୀକୁ ଉଦ୍ଘାଟନ କରିବା ଅବସରରେ ଏଭଳି କାର୍ଯ୍ୟକ୍ରମ ଲୋକଙ୍କ ମନରେ ଆଧ୍ୟାତ୍ମିକ ମନୋଭାବ ଜାଗ୍ରତ କରିବାରେ ବିଶେଷ ସହାୟକ ହେବବୋଲି ଆଶାପ୍ରକଟ କରିଥିଲେ। ଦଶହରା ଅବସରରେ ପଟିଆ ସେବାକେନ୍ଦ୍ର ଇନଚାର୍ଯ୍ୟ ବିକେ ଗୋଲାପଙ୍କ ତତ୍ତ୍ୱାବଧାନରେ ସମସ୍ତ ବ୍ରହ୍ମାକୁମାରୀ ଓ ବ୍ରହ୍ମାକୁମାର ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।
Trending
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
- ୨୦ ଦିନ ଧରି ଅନଶନରେ ଥିବା ଶିକ୍ଷା ଓ ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଉଠାଇ ନେଲା ପୋଲିସ
- ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା ମାମଲା: ମିଳିଛି ଡିଜିଟାଲ ଏଭିଡେନ୍ସ
- ଚିଲିକାରେ ଅନନ୍ୟ ‘ଜଳ ରଥଯାତ୍ରା’ , ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ
Prev Post
Next Post