ହରିୟାଣାର ରାଜନୀତିକୁ ନେଇ ସାରା ଦେଶରେ ଚର୍ଚ୍ଚା ଲାଗି ରହିଛି । ଏହାକୁ ନେଇ କଂଗ୍ରେସକୁ ଟ୍ରୋଲ କରୁଛନ୍ତି ସାଧାରଣ ଜନତା । ଜିତୁ ଜିତୁ କିପରି ହାରିଲା କଂଗ୍ରେସ ତାକୁ ନେଇ ଚର୍ଚ୍ଚା ହେଉଛି । ତେବେ ମୁଖ୍ୟମନ୍ତ୍ରୀ ନାଏବ ସିଂ ସାଇନି ପୁଣିଥରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଏହା ଜଣାପଡିଛି । ଆସନ୍ତା ୧୭ ତାରିଖରେ ଶପଥ ଗ୍ରହଣ ସମାରୋହ ପଞ୍ଚକୁଲାରେ ଅନୁଷ୍ଠିତ ହେବ । ହରିୟାଣା ମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରିମଣ୍ଡଳର ଅନ୍ୟ ସଦସ୍ୟମାନେ ମଧ୍ୟ ସେହି ଦିନ ଶପଥ ନେବେ। ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେବେ । ଏଥିସହ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନେ ଯୋଗଦେବେ । ହରିୟାଣା ନିର୍ବାଚନରେ ବିଜେପି ୪୮ ସିଟ୍ ଜିତି ବହୁମତ ହାସଲକରିଛି । କଂଗ୍ରେସ ୩୭ ସିଟ୍ ସହ ବିରୋଧୀ ଆସନରେ ରହିଛି।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ