କଟକ ସହର ସ୍ମାର୍ଟ ସିଟି ଭାବେ ପରିଚିତ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି କଟକକୁ ନୂଆ ରୂପ ଦିଆଯିବ । କଟକ ପୂଜା ମଣ୍ଡପରେ ମାଆଙ୍କୁ ଦର୍ଶନ କରିବା ବେଳେ ମୁଖ୍ୟମନ୍ତ୍ରୀ କହିଛନ୍ତି କଟକକୁ ସ୍ମାର୍ଟ ସିଟି କରିବା ଦିଗରେ ସରକାର ସଚେତନ ଅଛନ୍ତି। ଆଗାମୀ ଦିନରେ କେନ୍ଦ୍ର ସରକାରଙ୍କ ନିକଟରେ ଏନେଇ ଦାବି କରାଯିବ । କଟକ ସହରକୁ ସ୍ମାର୍ଟ କରିବା ପାଇଁ ବହୁ ଦାବି ହୋଇ ଆସୁଛି। ପରବର୍ତ୍ତୀ ପର୍ଯ୍ୟାୟରେ କଟକ ଆସିଲେ ଏନେଇ ରିଭ୍ୟୁ କରିବି। ସେହିଭଳି କଟକ-ଭୁବନେଶ୍ୱରକୁ ଖୁବଶୀଘ୍ର ଟୁଇନ ସିଟି କରିବାର ପ୍ରତିଶ୍ରୁତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ।
Trending
- ନିମିଷା ପ୍ରିୟାଙ୍କ ମୃତ୍ୟୁଦଣ୍ଡ ବାତିଲ୍
- ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି , ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
- ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପରିଚୟପତ୍ର ବଦଳିବ
- ଶ୍ରାବଣ ମାସର ତୃତୀୟ ସୋମବାର
- ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
Prev Post
Next Post