ଚକୋଲେଟ ଖାଇବାକୁ କାହାକୁ ବା ଭଲ ନ ଲାଗେ? ଏଭଳି ଖୁବ୍ କମ୍ ଲୋକ ଥିବେ ଯାହାଙ୍କୁ ଚକୋଲେଟ୍ ଭଲ ଲାଗୁନଥିବା । ପିଲାଙ୍କଠାରୁ ଆରମ୍ଭ କରି ବୟସ୍କ ସମସ୍ତେ ଚକୋଲେଟ୍ ଖାଇବାକୁ ଭଲ ପାଇଥାନ୍ତି । ଚାହିଦାକୁ ଦେଖି ବଜାରକୁ ଏବେ ବଭିନ୍ନ ଭେରାଇଟିର ଚକୋଲେଟ୍ ବି ଆସିଲାଣି । କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଚକୋଲେଟ୍ ଖାଇଲେ ସାଂଘାତିକ ରୋଗ ହେଉଛି ।ଚକୋଲେଟ୍ ଖାଇଲେ ଡାଇବେଟିସ୍ ହେବାର ସବୁଠାରୁ ଅଧିକ ସମ୍ଭାବନା ରହିଛି । ଚକୋଲେଟ୍ ଓଜନ ବଢାଇବା ସହିତ ଶରୀରକୁ ବିକଶିତ କରିବାରେ ବାଧକ ସୃଷ୍ଟି କରିଥାଏ । ଗୁରୁତର କଥା ହେଉଛି ଚକୋଲେଟ୍ ଖାଇଲେ ହୃଦଘାତ ଓ ଷ୍ଟ୍ରୋକ ହେବାର ସମ୍ବାବନା ଥାଏ । କିଡନୀ, ପେଟ ଯନ୍ତ୍ରଣା ଓ ହାଡ ଗୁଡିକ ଦୁର୍ବଳ କରି ଦେଇଥାଏ ।
Trending
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
- STF ର DIG ଭାବେ ଦାୟିତ୍ୱ ଗ୍ରହଣ କଲେ ଆଇପିଏସ ଡକ୍ଟର କନୱର ବିଶାଲ ସିଂହ
- ସବୁଠୁ ଅଧିକ ସମୟ ଯାଏ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ରେକର୍ଡ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ , ଭାଙ୍ଗିବେ ନେହରୁଙ୍କ ରେକର୍ଡ
- ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ
- ରାଜ୍ୟ କ୍ୟାବିନେଟ: ଆସିବ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ
- ଦିଲ୍ଲୀ ଗଲେ ନବୀନ
- ଓଡ଼ିଶା ସରକାରଙ୍କ ନୂଆ ନିର୍ଦ୍ଦେଶନାମା ,ଆଜି ଠାରୁ କେବଳ କିଣାହେବ ଇଭି ଯାନ