ଭୁବନେଶ୍ବର: ଅମର ଶତପଥୀ ଓ ପ୍ରସନ୍ନ ପାଟଶାଣୀଙ୍କ ବିସ୍ପୋରକ ବୟାନ ଉପରେ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ‘ପାଣ୍ଡିଆନ ଆମ ନେତା ନୁହନ୍ତି। ବିଜେଡିର ପରାଜୟ ପାଇଁ ଦୋଷ ଦେବାର ଅଛି ତ ନବୀନ ପଟ୍ଟନାୟକଙ୍କୁ ଦିଅ। ପ୍ରସନ୍ନ ପାଟ୍ଟଶାଣୀ ଏଥର ଟିକେଟ ପାଇଲେ ନାହିଁ ବୋଲି ଏବେ ଏମିତି କହୁଛନ୍ତି। ପ୍ରସନ୍ନ ପାଟ୍ଟଶାଣିଙ୍କୁ ଦଳ ପୂର୍ବରୁ ଅନେକ ଥର ସାଂସଦ କରିଛି, ବହୁତ ଫାଇଦା ସେ ଦଳରୁ ପାଇଛନ୍ତି। ବିଜେଡିରୁ ଏବେ ଯିଏ ଛାଡ଼ି ଚାଲିଗଲେ ବି ଫରକ ପଡିବ ନାହିଁ ।
Trending
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
- ଦିଲ୍ଲୀରେ ଖୁବ୍ ଜୋର୍ରେ ବର୍ଷା , ତଳିଆ ଅଞ୍ଚଳ ଆଣ୍ଠୁଏ ପାଣି
- ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ବିଏମ୍ସିର କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
- ବନ୍ଧା ହେଲେ ଡିଏଫ୍ଓ ବାବୁ