ଜମ୍ମୁ କଶ୍ମୀରର ଜେନାପୋରା ସୋପିଆନ୍ ଅଞ୍ଚଳରେ ଘଟିଯାଇଛି ଏକ ଅଭାବନୀୟ ଘଟଣା। ସଂପୃକ୍ତ ଅଞ୍ଚଳରେ ଜଣେ ଅଣ-ସ୍ଥାନୀୟ ଲୋକ ଆତଙ୍କବାଦୀଙ୍କ ଦ୍ୱାରା ଗୁଳି ମାଡ଼ର ଶିକାର ହୋଇଛନ୍ତି। ଆତଙ୍କବାଦୀଙ୍କ ଗୁଳିମାଡ଼ ଅଣ-ସ୍ଥାନୀୟ ବ୍ୟକ୍ତିଙ୍କ ଶରୀରରେ ବାଜିବା ପରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ଘଟଣା ଘଟିବା ପରେ ପୀଡିତଙ୍କ ମୃତଦେହକୁ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା ଏବଂ ଘଟଣାର ତଦନ୍ତ ଆରମ୍ଭ କରିବା ପାଇଁ ସୁରକ୍ଷା ବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲେ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି