ଆଜି ଜାତୀୟ ଶିକ୍ଷା ସପ୍ତାହ ଅଧିନରେ କର୍ମଯୋଗୀ ସପ୍ତାହର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆଦିଲ୍ଲୀର ଡଃ ଆମ୍ବେଦକର ଅନ୍ତର୍ଜାତୀୟ କେନ୍ଦ୍ରରେ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିବେ ମୋଦି। ସରକାରୀ କର୍ମଚାରୀଙ୍କ ବ୍ୟକ୍ତିଗତ ଏବଂ ସାଂଗଠନିକ ଦକ୍ଷତା ବିକାଶ ପାଇଁ 2020ରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଥିଲା। ନ୍ୟାସନାଲ ଲର୍ଣ୍ଣିଂ ସପ୍ତାହ ବା (NLW) ଏହି ପ୍ରକାରର ସର୍ବବୃହତ କାର୍ଯ୍ୟକ୍ରମ ହେବ ଯାହା ସରକାରୀ କର୍ମଚାରୀଙ୍କ ବ୍ୟକ୍ତିଗତ ଏବଂ ସାଂଗଠନିକ ଦକ୍ଷତା ବିକାଶ ଦିଗରେ ଏକ ନୂତନ ପ୍ରୋତ୍ସାହନ ପ୍ରଦାନ କରିବ । ଏହି ପଦକ୍ଷେପ ଶିକ୍ଷା ଏବଂ ବିକାଶ ପାଇଁ ଏକ ନୂତନ ପ୍ରତିବଦ୍ଧତାକୁ ପ୍ରୋତ୍ସାହିତ କରିବ | NLWର ଲକ୍ଷ୍ୟ ହେଉଛି ସରକାରଙ୍କ ବାର୍ତ୍ତା ଗ୍ରାଉଣ୍ଡରେ ପହଞ୍ଚାଇବା, ସମସ୍ତଙ୍କୁ ଜାତୀୟ ଲକ୍ଷ୍ୟ ସହିତ ଯୋଡ଼ିବା ଏବଂ ଜୀବନବ୍ୟାପୀ ଶିକ୍ଷାକୁ ପ୍ରୋତ୍ସାହିତ କରିବ |
Trending
- “ଯେତେବେଳେ ମୋବାଇଲ୍ ଫୋନ୍ ଥାଏ, ବିହାରକୁ ଲଣ୍ଠନର ଆବଶ୍ୟକତା ନାହିଁ – ପ୍ରଧାନମନ୍ତ୍ରୀ ମୋଦୀ
- ଗିରଫ ବିକ୍ରମ ପଣ୍ଡାଙ୍କ ପାଇଁ କୋର୍ଟରେ ୪୪ ଜଣ ଓକିଲ ଲଢ଼ିବେ
- ନୂଆପଡା ଲଢେଇରେ କେଉଁ ପ୍ରାର୍ଥୀ ଆଗରେ ?
- ନୂଆପଡା ଜିଲ୍ଲାର ସାମଗ୍ରିକ ବିକାଶ ପାଇଁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତା ଆମ ସମସ୍ତଙ୍କୁ ପ୍ରଭାବିତ କରିଛି
- ରାଜ୍ୟର ଶାସନ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଥିବା ବେଳେ ବିଜେପି ଆକ୍ରୋଶମୂଳକ ରାଜନୀତି ଆରମ୍ଭ କରିଛି: ବିଜେଡି
- ରାଜ୍ୟରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା
- ବସରେ ଲାଗିଲା ନିଆଁ , ୧୧ ମୃତ ୧୨ ଆହତ
- ବେଦାନ୍ତ ପକ୍ଷରୁ ଓଡିଶାରେ ପ୍ରାୟ ୧ ଲକ୍ଷ କୋଟି ଟଙ୍କାର ହେବ ପୁଞ୍ଜି ନିବେଶ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ୨୦୨୫ ବିହାର ବିଧାନସଭା ନିର୍ବାଚନ- ତେଜସ୍ୱୀ ଯାଦବ ବିରୋଧୀ ମେଣ୍ଟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ
- କେରଳର ପବିତ୍ର ଶବରୀମାଳା ଶ୍ରୀ ଆୟାପ୍ପା ମନ୍ଦିର ପ୍ରବେଶ କରି ଇତିହାସ ରଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
Prev Post
Next Post