ଘରୋଇ ପରିବେଶରେ ଇଷ୍ଟ୍ବେଙ୍ଗଲ୍ ଏଫ୍ସିକୁ ରୋମାଞ୍ଚକର ଢଙ୍ଗରେ ୨-୧ ଗୋଲ୍ରେ ହରାଇବା ପରେ ଓଡ଼ିଶା ଏଫ୍ସି ରବିବାର ମୁମ୍ବାଇରେ ମୁମ୍ବାଇ ସିଟି ଏଫ୍ସିକୁ ଭେଟିବ। ଆଇଏସ୍ଏଲ୍ର ଏହି ମହତ୍ତ୍ବପୂର୍ଣ୍ଣ ମୁକାବିଲା ମୁମ୍ବାଇ ଫୁଟ୍ବଲ୍ ଏରିନାରେ ଖେଳାଯିବ। ପ୍ରଥମ ଦୁଇଟି ମ୍ୟାଚ୍ରେ ଲଗାତାର ପରାଜୟ ବରଣ କରିବା ପରେ ପରବର୍ତ୍ତୀ ତିନିଟି ମ୍ୟାଚ୍ରୁ ୭ ପଏଣ୍ଟ୍ ଅର୍ଜନ କରି ଓଡ଼ିଶା ଏଫ୍ସି ଏବେ ପୂରା ଫର୍ମରେ ରହିଛି। ମୁମ୍ବାଇ ସିଟି ଏଫ୍ସି ବିପକ୍ଷରେ ମଧ୍ୟ ଦଳ ଏହି ଧାରା ବଜାୟ ରଖିବାକୁ ଲକ୍ଷ୍ୟ ରଖିଛି।
Trending
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା