ଦଳ ଉପରେ ଅସନ୍ତୁଷ୍ଟ ହୋଇ ଦଳ ଛାଡୁଛନ୍ତି ନେତା | ଆଜି ବାରିର ପୂର୍ବତନ ବିଧାଇକା ସୁନନ୍ଦା ଦାସ ବିଜେଡ଼ି ଛାଡିଛନ୍ତି | ବିଜେଡ଼ି ପ୍ରାଥିନୀ ସଦସ୍ୟ ପଦରୁ ଆଜି ଇସ୍ତଫା ଦେଇଛନ୍ତି ସୁନନ୍ଦା ଦାସ |ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ପାଖକୁ ଇସ୍ତଫା ପାତ୍ର ପଠାଇଛନ୍ତି |୫ମାସ ହେବ ଦଳରେ ଅଣଦେଖା କରୁଥିବା ଅଭିଯୋଗ କରିଛନ୍ତି ସୁନନ୍ଦା |ଟିକେଟ କଣ ପାଇଁ କଟାଗଲା ବୋଲି ପ୍ରଶ୍ନ ମଧ୍ୟ କରିଛନ୍ତି ସୁନନ୍ଦା ଦାସ |
Trending
- ମୋଦୀ ଯୁବା ମାରାଥନରେ ନିଶାମୁକ୍ତ ଭାରତର ବାର୍ତା ଦେବ ବିଜେପି ଯୁବମୋର୍ଚ୍ଚା
- ଉପରାଷ୍ଟ୍ରପତି ନିର୍ବାଚନ: ବିଜେଡି ସମଦୂରତା ରକ୍ଷାକରିବ
- ପୁଣି ବର୍ଷିଲେ ସୈାମ୍ୟ ରଞ୍ଜନ ପଟ୍ଟନାୟକ
- ନବୀନ ଦିଲ୍ଲୀରେ, ବିଜେଡି କାହାକୁ ଦେବ ଭୋଟ
- ରାଜ୍ୟ ରାଜନୀତିର ଦୁଇ ପ୍ରମୁଖ ଦଳ ବିଜେଡି ଆଉ ବିଜେପିର ମୁଖିଆ ଏବେ ଦିଲ୍ଲୀ ଗସ୍ତରେ
- ନବୀନ କାହାକୁ ସମର୍ଥନ କରିବେ ?
- ପିତୃପକ୍ଷ ଆରମ୍ଭ
- ନିର୍ମିତ ରୋପୱେ ଭାଙ୍ଗି 6 ମୃତ
- ଆପଣଙ୍କର ଚାରି ଚକିଆ ଯାନ ଅଛି କି? ଆଉ ସୁଭଦ୍ରା ଟଙ୍କା ମିଳିବନି
- ସରକାରୀ ଅଫିସରେ BSNL ନେଟ୍ଓ୍ବର୍କ ବାଧ୍ୟତାମୂଳକ
Prev Post
Next Post