ଉତ୍ତର ଗାଜାରେ ବେତ୍ ଲାହିୟା ଅଞ୍ଚଳରେ ଇସ୍ରାଏଲ ସେନା ମଙ୍ଗଳବାର ଘନ ଘନ ଆକ୍ରମଣ କରିଛି। ଏଠାକାର ଏକ ପାଞ୍ଚ ମହଲା ବିଶିଷ୍ଟ କୋଠାକୁ ବୋମା ମାଡ଼ କରି ଧ୍ବସ୍ତ କରି ଦିଆଯାଇଥିଲା ବେଳେ ଏହି ଘଟଣାରେ ୨୪ ଶିଶୁଙ୍କ ସମେତ ୧୦୯ ଜଣଙ୍କ ମୃତ୍ୟୁ ହୋଇଥିବା କୁହାଯାଇଛି। ଏହାବ୍ୟତୀତ ଏହି ଘଟଣାରେ ଶତାଧିକ ଲୋକ ଆହତ ହୋଇଥିବା ପାଲେଷ୍ଟାଇନ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ବର୍ତ୍ତମାନ ଗାଜାର ବିଭିନ୍ନ ଶରଣାର୍ଥୀ ଶିବିର କିମ୍ବା ଆଶ୍ରୟସ୍ଥଳଗୁଡିକୁ ନିଶାଣ କରି ଇସ୍ରାଏଲ ସେନା ଆକ୍ରମଣ କରୁଥିବାରୁ ଦିନକୁ ଦିନ ସାଧାରଣ ଲୋକଙ୍କ ମୃତ୍ୟୁସଂଖ୍ୟା ବଢିବାରେ ଲାଗିଛି। ଗାଜାରେ ଇସ୍ରାଏଲ ତୁରନ୍ତ ଆକ୍ରମଣ ବନ୍ଦ କରି ଲୋକମାନଙ୍କୁ ମାନବୀୟ ସହାୟତା ପହଞ୍ଚାଇବାକୁ ଦାବି କରାଯାଇଛି।
Trending
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
- ଏଣିକି ଜମି କିଣାବିକା ପଞ୍ଜୀକରଣ ଦଲିଲ ମାତ୍ର ଚାରି ପୃଷ୍ଠାରେ ସୀମିତ ରହିବା ସହ ସେଲ୍ ଡିଡ୍ ରେଜିଷ୍ଟ୍ରେସନ ସମ୍ପୂର୍ଣ୍ଣ ପେପରଲେସ୍ ହେବ
- ଓଡ଼ିଶା ଯାତ୍ରୀ ସୁରକ୍ଷା ଆପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ସ୍କୁଲ ଆସିବା-ଯିବା କିମ୍ବା ପରିସରରେ ଛାତ୍ରଛାତ୍ରୀଙ୍କ ଦୁର୍ଘଟଣା ଘଟିଲେ ମିଳିବ ୨ ଲକ୍ଷ ସହାୟତା ଘୋଷଣା କଲେ ରାଜ୍ୟ ସରକାର
- ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ନେତା ସତ୍ୟେନ୍ଦ୍ର ଜୈନଙ୍କୁ ବଡ଼ ଆଶ୍ୱସ୍ତି, ମିଳିଲା ଜାମିନି
- ପବିତ୍ର ଜନ୍ମାଷ୍ଟମୀ ପାଇଁ ଚଳଚଞ୍ଚଳ କନ୍ଧମାଳ ଜିଲ୍ଲା, ଆଶ୍ରମରେ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ
- ଆସନ୍ତାକାଲି ମିଳିବ ସିଏମ୍-କିଷାନ ଯୋଜନାର ପଞ୍ଚମ କିସ୍ତି,ରାଜ୍ୟର ୪୧ ଲ୪ରୁ ଉର୍ଦ୍ଧ କୃଷକ ପରିବାର ଉପକୃତ ହେବେ
- ଭିତରକନିକାରେ ତିନି ଦିନ ଧରି ପକ୍ଷୀ ଗଣନା ଚାଲିବ,ସକାଳ ୬ରୁ ଦିନ ୧୨ଟା ପର୍ଯ୍ୟନ୍ତ ପକ୍ଷୀ ଗଣନା
Prev Post