ପୁରୀ ସହରରେ ଘନ କୁହୁଡ଼ିର ଆସ୍ତରଣ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଧାଦାମୋଦର ବେଶ ଦର୍ଶନ କରିବାକୁ ହଜାରହଜାର ହବିଷ୍ୟାଳିଙ୍କ ସକାଳୁ ସକାଳୁ ଭିଡ଼ । ଏହାରି ଭିତରେ ଆଜି ପୁରୀରେ ପ୍ରଥମ କୁହୁଡିର ଅନୁଭବ ହୋଇଛି। କୁହୁଡିର ପ୍ରଥମ ସ୍ପର୍ଶରେ ଶ୍ରୀମନ୍ଦିର ନୀଳଚକ୍ର ସମ୍ପୂର୍ଣ୍ଣ ଦୃଶ୍ୟମାନ ହେଉନାହାନ୍ତି। କୁହୁଡିର ଚାଦରରେ ଘୋଡେଇ ହୋଇଛି ସମ୍ପୂର୍ଣ୍ଣ ଶ୍ରୀମନ୍ଦିର ଓ ଶ୍ରୀମନ୍ଦିର ନୀଳଚକ୍ର। ଆଜିଠାରୁ ମଧ୍ୟ ଶୀତର ପ୍ରଥମ ଅନୁଭୂତି ପୁରୀରେ ଦେଖିବାକୁ ମିଳିଛି।
Trending
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
- ସଂସଦରେ ବିଳମ୍ବିତ ରାତିରେ ମହିଳା ସଂରକ୍ଷଣ ବିଲ 2023 ଲାଗୁ
Prev Post
Next Post