ଜମ୍ମୁ କାଶ୍ମୀରର ଅନନ୍ତନାଗରେ ସୁରକ୍ଷା ବଳର ଗୁଳିରେ ୨ ଆତଙ୍କୀ ନିପାତ ହୋଇଛନ୍ତି। ଆଜି ସକାଳେ ସେନା ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ସାମ୍ନା ସାମନି ଗୁଳିଚଳନା ପରେ ସେନା ଗୁଳିରେ ଏହି ୨ ଆତଙ୍କୀ ନିପାତ ହୋଇଛନ୍ତି। ଅନନ୍ତନାଗରେ ଏହି ସ୍ଥାନରେ ଆତଙ୍କବାଦୀ ଲୁଚି ରହିଥିବାର ସୂଚନା ମିଳିବା ପରେ ସୁରକ୍ଷା ବଳ ପକ୍ଷରୁ ସର୍ଚ୍ଚ ଅପରେସନ କରାଯାଇଥିଲା |
Trending
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
Prev Post