ଦକ୍ଷିଣରେ ସନାତନ ଧର୍ମ ସୁରକ୍ଷା ପାଇଁ ଅଣ୍ଟା ଭିଡିଛନ୍ତି ପଓ୍ବନ କଲ୍ୟାଣ । ଏଥିପାଇଁ ସେ ଯୁବବାହିନୀ ଗଠନ କରିଛନ୍ତି । ଜଣାଶୁଣା ସୁପରଷ୍ଟାର ତଥା ଜନସେନା ପାର୍ଟି (ଜେଏସପି) ମୁଖ୍ୟ ଆନ୍ଧ୍ରପ୍ରଦେଶ ଉପମୁଖ୍ୟମନ୍ତ୍ରୀ ପୱନ କଲ୍ୟାଣ ତାଙ୍କ ଦଳ ମଧ୍ୟରେ ନରସିଂହ ବାରାହି ବ୍ରିଗେଡ ଗଠନ କରିଛନ୍ତି । ସନାତନ ଧର୍ମର ସୁରକ୍ଷା, ପ୍ରଚାର ପ୍ରସାର ପାଇଁ ଏହି ବ୍ରିଗେଡ଼ କାମ କରିବ । ଦକ୍ଷିଣରେ ସନାତନ ଧର୍ମର ଅବକ୍ଷୟ ଦିନକୁ ଦିନ ହେଉଥିବାରୁ ସୁରକ୍ଷା ପାଇଁ ସେ ଏହି ନିଷ୍ପତ୍ତି ନେଇଥିବା କହିଛନ୍ତି ।
ପୱନ କଲ୍ୟାଣ କହିଛନ୍ତି ମୁଁ ସମସ୍ତ ଧର୍ମକୁ ସମ୍ମାନ କରେ, କିନ୍ତୁ ମୁଁ ମୋର ବିଶ୍ୱାସ ସନାତନ ଧର୍ମ ଉପରେ ଦୃଢ ଅଟେ। ଯେଉଁମାନେ ସନାତନ ଧର୍ମକୁ ସମାଲୋଚନା କରନ୍ତି କିମ୍ବା ସୋସିଆଲ ମିଡିଆରେ ଏହା ବିଷୟରେ ଅସମ୍ମାନ ଭାବରେ କଥା ହୁଅନ୍ତି, ଏହାର ପରିଣାମର ସମ୍ମୁଖୀନ ହେବାକୁ ପଡିବ। ତେଣୁ, ମୁଁ ସନାତନ ଧର୍ମର ସୁରକ୍ଷା ପାଇଁ ନରସିଂହ ବାରାହି ବ୍ରିଗେଡ ଗଠନ କରିବାକୁ ନିଷ୍ପତ୍ତି ନେଇଛି ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ