କାମରେ ଠକୁଥିବା ରାଜସ୍ବ ଅଧିକାରୀ,RI, ଅମିନଙ୍କ ଉପରେ ରହିବ କଡ଼ା ନଜର

ସାବାଡ଼ ହେବେ କାମରେ ଠକୁଥିବା ରାଜସ୍ବ ଅଧିକାରୀ। ଠକୁଥିଲେ ହେବ କଡ଼ା ଆକ୍ସନ। RI, ARI ଓ ଅମିନଙ୍କ କାମ ଉପରେ ନଜର ରଖିବାକୁ ସବୁ ଜିଲ୍ଲାପାଳଙ୍କୁ ରାଜସ୍ବ ବିଭାଗର ଚିଠି କରିଛି। ମନ୍ତ୍ରୀ କହିଲେ, କାମରେ ଅବହେଳା | ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, କାମରେ ଅବହେଳା କରୁଥିଲେ ବଡ ଅଧିକାରୀଙ୍କ ବିରୋଧରେ ବି ହେବ କାର୍ଯ୍ୟାନୁଷ୍ଠାନ,କେହି ପାଇବେନି ନିସ୍ତାର |