ଆତଙ୍କବାଦ ମୁକାବିଲା ଦିଗରେ ଟେକନୋଲୋଜିର ବ୍ୟବହାରକୁ ନେଇ ‘Anti-Terror Conference-2024 ରେ କହିଛନ୍ତି ଶାହା। ଆତଙ୍କବାଦୀଙ୍କ ମୁକାବିଲା କରିବା ପାଇଁ ସୁରକ୍ଷାବଳକୁ ଟେକନୋଲୋଜି ବଳ ଦେବ। ଆକ୍ରମଣ ପୂର୍ବରୁ ଏହି ଟେକନୋଲୋଜି ଦ୍ବାରା ସେମାନଙ୍କ ପ୍ଳାନକୁ ଜାଣିହେବ । ଯଦି ଆମକୁ ଆତଙ୍କବାଦର ସଠିକ୍ ମୁକାବିଲା କରିବାର ଅଛି ତେବେ ଆମର ଯୁବ ଅଧିକାରୀମାନଙ୍କୁ ସର୍ବୋଚ୍ଚ ପ୍ରଯୁକ୍ତିବିଦ୍ୟା ସହିତ ସଜାଇବାକୁ ପଡିବ ଏବଂ ତାଲିମ ଦିଆଯିବା ଦରକାର ବୋଲି କହିଛନ୍ତି ଅମିତ୍ ଶାହା।
Trending
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
- STF ର DIG ଭାବେ ଦାୟିତ୍ୱ ଗ୍ରହଣ କଲେ ଆଇପିଏସ ଡକ୍ଟର କନୱର ବିଶାଲ ସିଂହ
- ସବୁଠୁ ଅଧିକ ସମୟ ଯାଏ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ରେକର୍ଡ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ , ଭାଙ୍ଗିବେ ନେହରୁଙ୍କ ରେକର୍ଡ
- ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ
- ରାଜ୍ୟ କ୍ୟାବିନେଟ: ଆସିବ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ
- ଦିଲ୍ଲୀ ଗଲେ ନବୀନ
- ଓଡ଼ିଶା ସରକାରଙ୍କ ନୂଆ ନିର୍ଦ୍ଦେଶନାମା ,ଆଜି ଠାରୁ କେବଳ କିଣାହେବ ଇଭି ଯାନ
Next Post