ଜମ୍ମୁ-କଶ୍ମୀରର ସୋପୋରରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ଆତଙ୍କବାଦୀମାନେ ଜମ୍ମୁ-କଶ୍ମୀର କିଶ୍ଟୱାଡା ଗ୍ରାମ ପ୍ରତିରକ୍ଷା କମିଟିର ୨ ଜଣ ଗ୍ରାମରକ୍ଷୀଙ୍କୁ ଆକ୍ରମଣ କରିଥିଲେ। ଉଭୟ ଗ୍ରାମରକ୍ଷୀଙ୍କ ମୃତ୍ୟୁ ଘଟିଥିଲା। ଏହାପରେ କିଶ୍ଟୱାଡା ଲୋକମାନେ ଅଧିକ ଅସନ୍ତୋଷ ଥିଲେ। ଲୋକମାନେ ରାଜରାସ୍ତାରେ ଆତଙ୍କବାଦୀଙ୍କ ବିରୋଧରେ କଠୋର ପ୍ରଦର୍ଶନ କରିଥିଲେ। ଅନ୍ୟପକ୍ଷରେ ଏଭଳି ଏକ ବଡ଼ ଆତଙ୍କବାଦୀ ଘଟଣା ସାମ୍ନାକୁ ଆସିବା ପରେ ସେନା ଏହି ଅଞ୍ଚଳରେ ରେସ୍କ୍ୟୁ ଅପରେଶନ ଆରମ୍ଭ କରିଥିଲା। ସେନାର ପ୍ରତିଶୋଧରେ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ