ପ୍ରଥମ ଭାରତୀୟ ଭାବେ ସଂଜୁ ସାମସନ୍ କ୍ରମାଗତ ଟ୍ବେଣ୍ଟି-୨୦ ଅନ୍ତର୍ଜାତୀୟ ଶତକ ହାସଲ କରିବା ପରେ ସ୍ପିନ୍ରଙ୍କ କମାଲ କାରଣରୁ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାରେ ବିଜୟରୁ ଅଭିଯାନ ଆରମ୍ଭ କରିଛି। ସଂଜୁ ୫୦ ବଲ୍ରୁ ୧୦୭ ରନ୍ ସଂଗ୍ରହ କରିବା ପରେ ବରୁଣ ଚକ୍ରବର୍ତୀ, ରବି ବିଷ୍ଣୋଇ ପ୍ରତ୍ୟେକ ୩ ଲେଖାଏଁ ୱିକେଟ୍ ନେଇ ଘରୋଇ ଦଳର ଅଣ୍ଟା ଭାଙ୍ଗି ଦେଇଥିଲେ। ଭାରତ ୨୦୨ ରନ୍ ସ୍କୋର୍ କରିବା ପରେ ଐଦେନ ମାରକ୍ରମଙ୍କ ଦଳ ୧୪୧ ରନ୍ରେ ସମସ୍ତ ୱିକେଟ ହରାଇଦେଇଥିଲା। ଏଥି ସହ ୪ ମ୍ୟାଚ୍ ଶୃଙ୍ଖଳାରେ ଭାରତ ୧-୦ରେ ଆଗୁଆ ହୋଇଛି। ରବିବାର ଦ୍ବିତୀୟ ମ୍ୟାଚ୍ ଖେଳାଯିବ।
Trending
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
- ସଂସଦରେ ବିଳମ୍ବିତ ରାତିରେ ମହିଳା ସଂରକ୍ଷଣ ବିଲ 2023 ଲାଗୁ
Prev Post
Next Post