ଆଜି ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି -୨୦ ସିରିଜର ଦ୍ୱିତୀୟ ମ୍ୟାଚ୍ ସେଣ୍ଟ ଜର୍ଜ ପାର୍କରେ ଖେଳାଯିବ । ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱରେ ଭାରତୀୟ ଦଳ ପ୍ରଥମ ମ୍ୟାଚରେ ୬୧ ରନରେ ବିଜୟଲାଭ କରିଥିଲା । ଆଜି ଖେଳିଯିବାକୁ ଥିବା ଦ୍ୱିତୀୟ ମ୍ୟାଚ୍ରେ ବିଜୟ ଲାଭ କରି ୪ ମ୍ୟାଚ୍ ବିଶିଷ୍ଟ ସିରିଜ୍ରେ ୨-୦ରେ ଆଗୁଆ ରହିବାକୁ ଚେଷ୍ଟା କରିବ ଟିମ୍ ଇଣ୍ଡିଆ । ଭାରତୀୟ ସମୟ ସନ୍ଧ୍ୟା ୭.୩୦ରେ ଏହି ମ୍ୟାଚ୍ ଖେଳାଯିବ ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post