ଦୁଇଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଆଜିଠାରୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରବାସୀ ଭାରତୀୟ ସମ୍ମିଳନୀର ୱେବସାଇଟ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗ ଦେବେ । ଜାନୁୟାରୀ ମାସରେ ଭୁବନେଶ୍ୱରରେ ହେବ ପ୍ରବାସୀ ଭାରତୀୟ ସମ୍ମିଳନୀ । ଏନେଇ କେନ୍ଦ୍ର ସରକାରଙ୍କ ବୈଦେଶିକ ବ୍ୟାପାର ମନ୍ତ୍ରାଳୟ ପକ୍ଷରୁ ୱେବସାଇଟର ଶୁଭାରମ୍ଭ କରାଯିବ।