ପଞ୍ଚୁକ ପାଇଁ ଚଳଚଞ୍ଚଳ ଧବଳେଶ୍ଵର ପୀଠ । ଚନ୍ଦ୍ରଚୂଡ ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ଵର । ରାତି ୩ଟାରେ ଦ୍ଵାର ଫିଟା ହୋଇ ୧୦୮ ଗରା ଜଳରେ ବାବାଙ୍କ ମହାସ୍ନାନ କରାଯାଇଥିଲା । ପରେ ମଇଲମ, ମଙ୍ଗଳ ଆଳତୀ ପରେ ବାବାଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ । ୬୦ ଟି ସିସିଟିଭି କ୍ୟାମେରାରେ ଧବଳେଶ୍ଵର ପୀଠକୁ ନିୟନ୍ତ୍ରଣ କରୁଛି ପୋଲିସ ପ୍ରଶାସନ। ଏଥିପାଇଁ ପ୍ରଶାସନ ତଥା ପୂଜକ ସମାଜ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ