ଜାନୁଆରୀରେ ଯୋଗ୍ୟ ହିତାଧିକାରୀମାନଙ୍କୁ ମିଳିବ ନୂଆ ରାସନ କାର୍ଡ
ଜାନୁଆରିରେ ନୂଆ ରାସନ କାର୍ଡ ଦିଆଯିବ। ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ସେ କହିଛନ୍ତି, ଚଳିତ ମାସରେ ଇ-କେୱାଇସି ଯାଞ୍ଚ ସରିବ। ଗତ ଜୁଲାଇ ମାସରୁ ଆରମ୍ଭ ହୋଇଥିବା ଇ-କେୱାଇସି ଯାଞ୍ଚ ନଭେମ୍ବରରେ ସରିବ। ୧୬ ଲକ୍ଷରୁ ଅଧିକ ଅଯୋଗ୍ୟ ହିତାଧିକାରୀ ଚିହ୍ନଟ ହୋଇଛନ୍ତି।