ଭିଜିଲାନ୍ସ ଜଳରେ କାମାକ୍ଷାନଗର ଉପଜିଲ୍ଲାପାଳ ନାରାୟଣଚନ୍ଦ୍ର ନାୟକ

କାମାକ୍ଷାନଗର ଉପଜିଲ୍ଲାପାଳ ନାରାୟଣଚନ୍ଦ୍ର ନାୟକ ଗିରଫ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାନ୍ଧିଲା ଭିଜିଲାନ୍ସ। କାଲି ଉପଜିଲ୍ଲାପାଳ ନାରାୟଣଚନ୍ଦ୍ର ନାୟକଙ୍କ ଘରେ ରେଡ୍‌ ହୋଇଥିଲା । କାର୍ଯ୍ୟାଳୟ, ସରକାରୀ ବାସଭବନରେ ଚଢାଉ କରିଥିଲା ଭିଜିଲାନ୍ସ ।ରେଡ ବେଳେ ଉପଜିଲ୍ଲାପାଳଙ୍କର ବିପୁଳ ସମ୍ପତ୍ତି ଠାବ ହୋଇଥିଲା ।