ଆଜି ଭାଙ୍ଗିବନି ବିବାଦୀୟ ବୈକୁଣ୍ଠଧାମ ଆଶ୍ରମ

ଆଜି ଭାଙ୍ଗିବନି ବିବାଦୀୟ ବୈକୁଣ୍ଠଧାମ ଆଶ୍ରମ । ଅନ୍ତରୀଣ ରହିତାଦେଶ ଜାରି କରିଛନ୍ତି ହାଇକୋର୍ଟ । ଡିସେମ୍ବର ୧୨ ତାରିଖ ପର୍ଯ୍ୟନ୍ତ ବୈକୁଣ୍ଠଧାମ ଆଶ୍ରମକୁ ନଭାଙ୍ଗିବାକୁ ହାଇକୋର୍ଟ ରହିତାଦେଶ ଦେଇଛନ୍ତି। ପରବର୍ତ୍ତୀ ଆଦେଶ ନଆସିବା ପର୍ଯ୍ୟନ୍ତ ଏହି ରହିତାଦେଶ ବଳବତ୍ତର ରହିବ।