ଆଇପିଏଲ୍ର ପରବର୍ତ୍ତୀ ତିନି ଋତୁ ପାଇଁ ତାରିଖ ଧାର୍ଯ୍ୟ କରିଛି ବିସିସିଆଇ। ୨୦୨୫ ଆଇପିଏଲ୍ ଋତୁ ମାର୍ଚ୍ଚ ୧୪ ତାରିଖରୁ ଆରମ୍ଭ ହେବାକୁ ଥିବା ବେଳେ ମେ ୨୫ ତାରିଖରେ ଶେଷ ହେବ। ୨୦୨୬ରେ ମାର୍ଚ୍ଚ ୧୫ରୁ ମେ’ ୩୧ ଓ ୨୦୨୭ରେ ମାର୍ଚ୍ଚ ୧୪ରୁ ମେ’ ୩୦ ତାରିଖ ପର୍ଯ୍ୟନ୍ତ ଆଇପିଏଲ୍ ଅନୁଷ୍ଠିତ ହେବ। ଫ୍ରାଞ୍ଚାଇଜ୍ଗୁଡ଼ିକୁ ବିସିସିଆଇ ଏହି ତାରିଖଗୁଡ଼ିକ ବିଷୟରେ ଅବଗତ କରିଛି
Trending
- ଆଜି ନୀଳାଦ୍ରି ବିଜେ,ମହାପ୍ରଭୁ ରସଗୋଲା ଦେଇ ମା’ ଲକ୍ଷ୍ମୀଙ୍କ ମାନଭଞ୍ଜନ କରିବେ
- ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍–୧୬’ର ବିଜେତା ଭାବେ ଇତିହାସ ସୃଷ୍ଟି କଲେ ଓଡ଼ିଶା ଝିଅ ଜ୍ୟୋତିର୍ମୟୀ ନାୟକ
- ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ପରଲୋକ , ଭଟଲି ନିର୍ବାଚନମଣ୍ଡଳୀର ତିନି ଥର ବିଧାୟକ ଥିଲେ ସୁଶାନ୍ତ ସିଂ
- କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଭାବେ କାର୍ଯ୍ୟଭାର ସମ୍ଭାଳିଲେ ପ୍ରହ୍ଲାଦ ଯୋଶୀ
- ଭୁବନେଶ୍ୱରରେ ପୁଣି ହିଟ୍ ଆଣ୍ଡ୍ ରନ୍ , ତମାଣ୍ଡୋ ଫୁଟ୍ ଓଭରବ୍ରିଜ୍ ନିକଟରେ ଧକ୍କା ଦେଲା ଅଜଣା ଗାଡ଼ି,ମିଳିଲା ମୃତକଙ୍କ ମୁଣ୍ଡ ବିହୀନ ମୃତଦେହ
- ଆଜି ଦେଶ ପାଳୁଛି ୨୭ତମ କାରଗିଲ ବିଜୟ ଦିବସ, ଯବନାଙ୍କ ବଳିଦାନକୁ ଶ୍ରଦ୍ଧାଞ୍ଜଳି ଜଣାଉଛନ୍ତି ଦେଶବାସୀ
- ବୀର ଯବାନଙ୍କୁ ଶ୍ରଦ୍ଧାଞ୍ଜଳି,ମନ୍ କୀ ବାତ୍’ରେ କାର୍ଗିଲ୍ ବୀରଙ୍କ ବୀରତ୍ୱ ଏବଂ ସାହସର କଥାକୁ ମନେପକାଇଲେ ମୋଦୀ
- ପ୍ରବଳ ବର୍ଷା ଯୋଗୁଁ ଖୋଲିଲା ହରିହର ଯୋର ଡ୍ୟାମର ୪ଟି ଗେଟ୍,ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ
- ଆଜି ରଥ ଉପରେ ଶ୍ରୀଜିଉଙ୍କ ‘ଅଧର ପଣା’ ନୀତି ,ଅଶରୀରୀ ଓ ଚଣ୍ଡୀ-ଚାମୁଣ୍ଡାଙ୍କ ଉଦ୍ଧାର ପାଇଁ ରଥରେ ଭଙ୍ଗାଯିବ ୯ଟି ମାଟି ହାଣ୍ଡି
- ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେବାର ନିଷ୍ପତ୍ତି ଧର୍ମେନ୍ଦ୍ର ପ୍ରଧାନଙ୍କ ଉଚ୍ଚ ନୈତିକ ଆଦର୍ଶ ଓ ଦାୟିତ୍ୱବୋଧର ପରିଚୟ : ମୁଖ୍ୟମନ୍ତ୍ରୀ ମୋହନ ମାଝୀ