ମାଲାକନଗିରି ଜିଲାର ୪ଜଣ ବିଜେଡି ନେତା ଦଳ ଛାଡି ଭାଜପାରେ ସାମିଲ ହୋଇଛନ୍ତି। ବିଜେଡି ନେତା ତଥା ପରାମର୍ଶଦାତା କେଶବ ଚନ୍ଦ୍ର ନାୟକ, ବିଜେଡିର ପୂର୍ବତନ ରାଜ୍ୟ କାର୍ଯ୍ୟାକାରିଣୀ ସଦସ୍ୟ ହିମାଂଶୁ ସାମଲ, ବିଜେଡି ଜିଲା ସମ୍ପାଦକ ଇ. ଭେଙ୍କଟ ରାଓ, ଯୁବ ବିଜେଡି ସମ୍ପାଦକ ପ୍ରଶାନ୍ତ କୁମାର ଜେନା ଭାଜପାର ରାଜ୍ୟ ସଭାପତି ମନମୋହେନ ସାମଲଙ୍କ ଉପସ୍ଥିତିରେ ଆନୁଷ୍ଠାନିକ ଭାବେ ଦଳରେ ସାମିଲ ହୋଇଛନ୍ତି। ଭୁବନେଶ୍ୱରସ୍ଥିତ ରାଜ୍ୟ କାର୍ଯ୍ୟାଳୟଠାରେ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି |
Trending
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
Prev Post