ବିଧାନସଭା ୪ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
ଶୀତକାଳୀନ ଅଧିବେଶନର ଆରମ୍ଭରୁ ବିଧାନସଭା ଅଚଳ। ପ୍ରଶ୍ନକାଳ ପରେ ଶୂନ୍ୟକାଳରେ ମଧ୍ୟ ହଙ୍ଗାମା ଦେଖିବାକୁ ମିଳିଛି। ସମ୍ବିଧାନ ପ୍ରସଙ୍ଗ ନେଇ ବିଜେଡି-ଭାଜପା ବିଧାୟକ ମୁହାଁମୁହିଁ ହୋଇଛନ୍ତି । ଏ ନେଇ ବାଚସ୍ପତି ସୁରମା ପାଢ଼ୀ ଗୃହକୁ ଦିନ ୪ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି ।