ଆଇପିଏଲ୍ ୨୦୨୫ ଲାଗି ମେଗା ଅକ୍ସନର ଆୟୋଜନ କରାଯାଇଥିଲା। ଏହି ଅକ୍ସନରେ ଖେଳାଳିଙ୍କ ଉପରେ ରେକର୍ଡ ଟଙ୍କା ବର୍ଷା କରାଯାଇଥିଲା। ଏବେ କ୍ରିକେଟ ପ୍ରଶଂସକ ଆଉ ଏକ ଅକ୍ସନ ଦେଖିବାକୁ ପାଇବେ। ଏଥୀ ମହିଳା ପ୍ରିମିୟର ଲିଗ୍ ୨୦୨୫ ଲାଗି ଖେଳାଳି ନିଲାମ ହେବେ। ଆଇପିଏଲ୍ ପରେ ଡବ୍ଲ୍ୟୁପିଏଲ୍ ଅକ୍ସନ ତାରିଖକୁ ନେଇ ବଡ଼ ଅପ୍ଡେଟ୍ ସାମ୍ନାକୁ ଆସିଛି। ଡବ୍ଲ୍ୟୁପିଏଲ୍ରେ ୫ ଟିମ୍ ଖେଳିଥାଏ। ପ୍ରତିଟିମ୍ରେ ୬ ବିଦେଶୀ ଖେଳାଳୀଙ୍କ ସମେତ ୧୮ ଖେଳାଳି ହୋଇପାରେ। ସେହିଭଳି ପ୍ରତିଟିମ୍ର ପର୍ସରେ ୧୫ କୋଟି ଟଙ୍କା ରହିଛି। ଏହି ମାସ ଆରମ୍ଭରେ ଟିମ୍ ପକ୍ଷରୁ ରିଟେନ୍ ଲିଷ୍ଟ ଘୋଷଣା କରାଯାଇଥିଲା। ଡବ୍ଲ୍ୟୁପିଏଲ୍ ଲାଗି ଡିସେମ୍ବର ୧୫ରେ ବେଙ୍ଗାଲୁରୁ ମିନି ଅକ୍ସନର ଆୟୋଜନ କରାଯିବ।
Trending
- ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ନେତା ସତ୍ୟେନ୍ଦ୍ର ଜୈନଙ୍କୁ ବଡ଼ ଆଶ୍ୱସ୍ତି, ମିଳିଲା ଜାମିନି
- ପବିତ୍ର ଜନ୍ମାଷ୍ଟମୀ ପାଇଁ ଚଳଚଞ୍ଚଳ କନ୍ଧମାଳ ଜିଲ୍ଲା, ଆଶ୍ରମରେ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ
- ଆସନ୍ତାକାଲି ମିଳିବ ସିଏମ୍-କିଷାନ ଯୋଜନାର ପଞ୍ଚମ କିସ୍ତି,ରାଜ୍ୟର ୪୧ ଲ୪ରୁ ଉର୍ଦ୍ଧ କୃଷକ ପରିବାର ଉପକୃତ ହେବେ
- ଭିତରକନିକାରେ ତିନି ଦିନ ଧରି ପକ୍ଷୀ ଗଣନା ଚାଲିବ,ସକାଳ ୬ରୁ ଦିନ ୧୨ଟା ପର୍ଯ୍ୟନ୍ତ ପକ୍ଷୀ ଗଣନା
- ଏୟାର ମାର୍ଶାଲ୍ ଜିତେନ୍ଦ୍ର ମିଶ୍ର ହେଲେ ଆଯୋଧ୍ୟା ରାମ ମନ୍ଦିରର CEO
- ଓଡ଼ିଶାରେ କମିଲା PUCC ଜରିମାନା, ଗାଡ଼ି ଅନୁସାରେ ଲାଗିବ ଅଲଗା ଅଲଗା ଜରିମାନା
- ନୂଆ ପୋଲିସ ମୁଖ୍ୟ ଚୟନ ଉପରେ ଜାରି ରହିଲା ସସ୍ ପେନ୍ସ,ସେପ୍ଟେମ୍ବର ୭କୁ ଘୁଞ୍ଚିଲା ସୁପ୍ରିମକୋର୍ଟଙ୍କ ଶୁଣାଣି
- ୧୦ ମାସ ପରେ ବ୍ରହ୍ମପୁର ଜେଲରୁ ବାହାରିଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା,ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ଘଟଣାରେ ହୋଇଥିଲେ ଗିରଫ
- ସ୍ୱାୟତ୍ତ ଶାସନ ଦିବସ: ସହରର ବିକାଶ ପାଇଁ ଏକଜୁଟ ହେବାକୁ ଟିଟିଲାଗଡ଼ ପୌରପରିଷଦର ଆହ୍ୱାନ
- ଯେପର୍ଯ୍ୟନ୍ତ ଅତ୍ୟନ୍ତ ଆବଶ୍ୟକ ନହୋଇଛି, ସେପର୍ଯ୍ୟନ୍ତ ସୁନା କିଣିବାରୁ ଦୂରେଇ ରହିବା ଉଚିତ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
Prev Post
Next Post