ବାରବାଟୀ ଷ୍ଟାଡିୟମର ନବୀକରଣ ସହ କଟକ ସହରରେ ଏକ ଇଣ୍ଟିଗ୍ରେଟେଡ ସ୍ପୋର୍ଟ୍ସ କମ୍ପ୍ଲେକ୍ସ ନିର୍ମାଣ ପାଇଁ ବାରବାଟୀ-କଟକ ବିଧାୟିକା ଇଞ୍ଜିନିୟର ସୋଫିଆ ଫିର୍ଦୌସ ଆଜି କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କୁ ତାଙ୍କ କାର୍ଯ୍ୟାଳୟରେ ଭେଟି ଆଲୋଚନା କରିଛନ୍ତି। ବାରବାଟୀ ଷ୍ଟାଡିୟମରେ ଓଡ଼ିଶା ଅଲିମ୍ପିକ୍ ଆସୋସିଏସନ ରହିଥିବାରୁ ଆଗାମୀ ଦିନରେ ଏହା ବିଶ୍ୱସ୍ତରୀୟ ଷ୍ଟାଡିୟମ ହେବା ଆବଶ୍ୟକ ଓ ଏଠାରେ ସମସ୍ତ ପ୍ରକାର କ୍ରୀଡ଼ାର ଗୁଣାତ୍ମକ ମାନ ବୃଦ୍ଧି କରାଯିବା ଉଚିତ ବୋଲି ବିଧାୟିକା ସୋଫିଆ କ୍ରୀଡ଼ାମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଆଗାମୀ ଦିନରେ ରାଜ୍ୟ ସରକାର ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବେ ବୋଲି ମନ୍ତ୍ରୀ ଶ୍ରୀ ସୂରଜ ପ୍ରତିଶ୍ରୁତି ଦେଇଛନ୍ତି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Next Post