ଭୁବନେଶ୍ୱର ରାମ ମନ୍ଦିରରେ ଦେବ ଦୀପାବଳି ପାଳନ । ଦେବ ଦୀପାବଳି ପାଳିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରତିବର୍ଷ ମାର୍ଗଶିର ମାସ ଶୁକ୍ଳ ପ୍ରତିପଦ ତିଥିରେ ପାଳନ ହୁଏ ଦେବ ଦୀପାବଳି । କିମ୍ବଦନ୍ତୀ ଅନୁଯାୟୀ ଅସତ୍ୟ ଉପରେ ସତ୍ୟର ଜୟ ପାଇଁ ପ୍ରଭୁ ରାମଚନ୍ଦ୍ର ଦେବ ଦୀପାବଳି ପାଳନ କରିଥିଲେ । ରାମ ମନ୍ଦିର ପରିସର ରେ ୧୦ ହଜାର ଘିଅ ଦୀପ ପ୍ରଜ୍ୱଳନ କରାଯାଇଛି । ହାପି ଲିଭିଙ୍ଗ୍ ଫାଉଣ୍ଡେସନ ପକ୍ଷରୁ ପ୍ରତିବର୍ଷ ପାଳନ କରାଯାଏ । ଏଥିରେ ମୁଖ୍ୟ ଅତିଥି ଭାବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଓ ରଜ୍ୟ ବିଜେପି ଉପସଭାପତି ଗୋଲକ ବିହାରୀ ମହାପାତ୍ର ଯୋଗ ଦେଇଛନ୍ତି । ବିଶ୍ଵ ଶାନ୍ତି, ବାୟୁ ପ୍ରଦୂଷଣ ଓ ସଦଭାବନା ନିମିତ୍ତ ପ୍ରର୍ଥନା କରାଯାଇଛି ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ