ବିବାହ କରିବେ ଭାରତର ପ୍ରସିଦ୍ଧ ବ୍ୟାଡମିଣ୍ଟନ ଖେଳାଳି ପିଭି ସିନ୍ଧୁ। ଚଳିତ ମାସରେ ହେବ ବିବାହ। ଡିସେମ୍ବର ୨୨ରେ ରାଜସ୍ଥାନର ଉଦୟପୁରରେ ବିବାହ ହେବ ବୋଲି ଜଣାପଡ଼ିଛି। ସିନ୍ଧୁଙ୍କ ଭାବିସ୍ୱାମୀ ଭେଙ୍କଟ ଦତ୍ତା ସାଇ ଜଣେ ବରିଷ୍ଠ ଆଇଟି ପ୍ରଫେସନାଲ ଏବଂ ପୋଜିଡେକ୍ସ ଟେକ୍ନୋଲୋଜିର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ।
Trending
- ଭାରତର ନୂଆ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ୍ ଙ୍କ ରାଜନୈତିକ କ୍ୟାରିଅର୍ ସଂମ୍ପର୍କରେ ଜାଣନ୍ତୁ…..
- ମୋଦୀ ଯୁବା ମାରାଥନରେ ନିଶାମୁକ୍ତ ଭାରତର ବାର୍ତା ଦେବ ବିଜେପି ଯୁବମୋର୍ଚ୍ଚା
- ଉପରାଷ୍ଟ୍ରପତି ନିର୍ବାଚନ: ବିଜେଡି ସମଦୂରତା ରକ୍ଷାକରିବ
- ପୁଣି ବର୍ଷିଲେ ସୈାମ୍ୟ ରଞ୍ଜନ ପଟ୍ଟନାୟକ
- ନବୀନ ଦିଲ୍ଲୀରେ, ବିଜେଡି କାହାକୁ ଦେବ ଭୋଟ
- ରାଜ୍ୟ ରାଜନୀତିର ଦୁଇ ପ୍ରମୁଖ ଦଳ ବିଜେଡି ଆଉ ବିଜେପିର ମୁଖିଆ ଏବେ ଦିଲ୍ଲୀ ଗସ୍ତରେ
- ନବୀନ କାହାକୁ ସମର୍ଥନ କରିବେ ?
- ପିତୃପକ୍ଷ ଆରମ୍ଭ
- ନିର୍ମିତ ରୋପୱେ ଭାଙ୍ଗି 6 ମୃତ
- ଆପଣଙ୍କର ଚାରି ଚକିଆ ଯାନ ଅଛି କି? ଆଉ ସୁଭଦ୍ରା ଟଙ୍କା ମିଳିବନି