ଆଜି ପୁରୀ ପୌରପାଳିକାର ସମସ୍ତ ସ୍କୁଲ ବନ୍ଦ
ରାଷ୍ଟ୍ରପତିଙ୍କ ଗସ୍ତ ଓ ନୌଦିବସ ପାଳନ ଉପଲକ୍ଷେ ପୁରୀରେ ବନ୍ଦ ରହିବ ସ୍କୁଲ । ସ୍କୁଲ ବନ୍ଦ ରଖିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ସରକାରୀ, ବେସରକାରୀ ପ୍ରାଥମିକ, ମାଧ୍ୟମିକ, ଉଚ୍ଚ ମାଧ୍ୟମିକ ସ୍କୁଲ୍ ବନ୍ଦ ରହିବା ସହ ନିକଟବର୍ତ୍ତୀ ମଦର୍ସ ପବ୍ଲିକ, ପ୍ରଭୁଶ୍ରୀ ଇଂଲିଶ ମିଡିୟମ ସ୍କୁଲ ବନ୍ଦ ରହିବ ।ଏହାସହ ଚନ୍ଦ୍ରଶେଖର ଏକାଡେମୀ, ସେଣ୍ଟ ଜାଭିୟର ସ୍କୁଲ ମଧ୍ୟ ବନ୍ଦ ରହିବ ।