ଆଜିଠାରୁ ଆରମ୍ଭ ହେବା ଆନ୍ତର୍ଜାତୀକ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ । ସୁପର 100 ଟୁର୍ଣ୍ଣାମେଣ୍ଟ ରେ 29 ଟି ଦେଶର 3 ଶହରୁ ଉର୍ଦ୍ଧ୍ବ ଖେଳାଳି ଅଂଶଗ୍ରହଣ କରିବେ ବୋଲି କହିଛନ୍ତି କ୍ରୀଡ଼ାମନ୍ତ୍ରୀ । ଓଡିଶାରୁ 7 ଜଣ ଖେଳାଳି ଏଥିରେ ଭାଗ ନେଉଛନ୍ତି । ଜାପାନ , ଚୀନ ଡେନମାର୍କର ଖେଳାଳି ମଧ୍ୟ ପ୍ରତିଯୋଗିତାରେ ସାମିଲ ହେଇଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି। ପ୍ରତିଯୋଗିତାରେ ଉଭୟ ମହିଳା ସିଙ୍ଗଲ୍ସ ଓ ଡବଲ୍ସ ଥିବା ବେଳେ ପୁରୁଷ ସିଙ୍ଗଲ୍ସ ଓ ଡବଲ୍ସ ପ୍ରତିଯୋଗିତା ରହିଛି। ପ୍ରତିଯୋଗିତାରେ ବିଜେତାଙ୍କ ପାଇଁ ମୋଟ ଅର୍ଥ ରାଶି 85 ଲକ୍ଷ ଟଙ୍କା ରଖାଯାଇଛି ।
Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Prev Post
Next Post