ସାଉଦି ଆରବ ୨୦୩୪ରେ ହେବାକୁ ଥିବା ଫୁଟବଲ ବିଶ୍ୱକପ୍ ଆୟୋଜନ କରିବ ବୋଲି ଫିଫା ଘୋଷଣା କରିଛି। ଏହାବ୍ୟତୀତ ୨୦୩୦ ଫିଫା ବିଶ୍ୱକପ୍ ମଧ୍ୟ ଘୋଷଣା କରାଯାଇଛି। ୨୦୩୦ ବିଶ୍ବକପ୍ ସ୍ପେନ୍, ପର୍ତ୍ତୁଗାଲ୍ ଓ ମରୋକ୍କୋ ମିଳିତ ଭାବେ ଆୟୋଜନ କରିବେ। ଫିଫା ସଭାପତି ଜିଆନି ଇନଫାଣ୍ଟିନୋ ଏହା ଘୋଷଣା କରିଛନ୍ତି। ଆୟୋଜନ କରିବାକୁ ସାଉଦି ଆରବ ପାଇଁ କୌଣସି ଚ୍ୟାଲେଞ୍ଜ ନଥିଲା। ଫିଫା ବିଶ୍ୱକପ୍ ପାଇଁ ହୋଇଥିବା ବୈଠକରେ ୨୦୦ରୁ ଅଧିକ ସଦସ୍ୟ ଦେଶ ସର୍ବସମ୍ମତିକ୍ରମେ ଏହାକୁ ଅନୁମୋଦନ କରିଛନ୍ତି।
Trending
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
- ଦିଲ୍ଲୀରେ ଖୁବ୍ ଜୋର୍ରେ ବର୍ଷା , ତଳିଆ ଅଞ୍ଚଳ ଆଣ୍ଠୁଏ ପାଣି
- ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ବିଏମ୍ସିର କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
- ବନ୍ଧା ହେଲେ ଡିଏଫ୍ଓ ବାବୁ