ଅସୁସ୍ଥ ହୋଇ ଚିକିତ୍ସିତ ହେଉଛନ୍ତି ଆଡ଼ଭାନୀ । ହସ୍ପିଟାଲ୍ରେ ଭର୍ତ୍ତି ହୋଇଛନ୍ତି ବିଜେପି ନେତା ଲାଲକୃଷ୍ଣ ଆଡଭାନୀ। ଗତକାଲି ବିଳମ୍ବିତ ରାତିରେ ସ୍ୱାସ୍ଥ୍ୟ ଅବସ୍ଥା ଖରାପ ହେବା ପରେ ବିଜେପି ନେତା ଲାଲ କୃଷ୍ଣ ଆଡଭାନୀଙ୍କୁ ଦିଲ୍ଲୀର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗତ ମାସରେ ସେ ତାଙ୍କର ୯୭ ତମ ଜନ୍ମଦିନ ପାଳନ କରିଥିଲେ। ଆଡଭାନୀ ଗତ କିଛି ମାସ ମଧ୍ୟରେ ବାରମ୍ବାର ସ୍ୱାସ୍ଥ୍ୟଗତ ସମସ୍ୟାର ସମ୍ମୁଖୀନ ହୋଇ ଆସୁଛନ୍ତି।
Trending
- ନ ଜଣାଇ ରାହୁଲ ବିଦେଶ ପଳାଉଛନ୍ତି – ସିଆରପିଏଫ
- ନିୟୁ ସିଟିକୁ କ୍ୟାବିନେଟ ମୋହର
- ସାରା ଦେଶରେ ଜାଲି ଭୋଟର କାର୍ଡ ଯାଞ୍ଚ ହେବ
- ସୁଭଦ୍ରା ଯୋଜନା ଟଙ୍କା ମିଳୁନଥିଲେ ପୁଣି ଆବେଦନ କରିପାରିବେ
- ବିଜେଡି ଛାଡୁଛନ୍ତି ଅସନ୍ତୁଷ୍ଟ ବରିଷ୍ଠ ନେତା
- ଅସନ୍ତୁଷ୍ଟ ନେତାଙ୍କ ଉପରେ ବର୍ଷିଲେ ମନ୍ମଥ, ବିଜେଡିରେ ଗୋଷ୍ଠୀ କନ୍ଦଳ ତୀବ୍ର
- ୪ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍) ଅଧିକାରୀସ୍ତରରେ ଅଦଳବଦଳ
- ଆସୁଛି ଆଉ ଏକ ଲଘୁଚାପ
- ଭାରତର ନୂଆ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ୍ ଙ୍କ ରାଜନୈତିକ କ୍ୟାରିଅର୍ ସଂମ୍ପର୍କରେ ଜାଣନ୍ତୁ…..
- ମୋଦୀ ଯୁବା ମାରାଥନରେ ନିଶାମୁକ୍ତ ଭାରତର ବାର୍ତା ଦେବ ବିଜେପି ଯୁବମୋର୍ଚ୍ଚା