ବ୍ରିସବେନର ଗାବା ଠାରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଇଥିବା ଟେଷ୍ଟ ସିରିଜର ତୃତୀୟ ମ୍ୟାଚ ଡ୍ର ହୋଇଥିଲା। ଅଷ୍ଟ୍ରେଲିଆ ଜିତିବା ପାଇଁ ଭାରତକୁ ୨୭୫ ରନର ଲକ୍ଷ୍ୟ ଦେଇଥିଲା। କିନ୍ତୁ ମ୍ୟାଚର ପଞ୍ଚମ ଦିନରେ ଚା’ ବିରତି ପରେ ମ୍ୟାଚ ଆରମ୍ଭ ହୋଇପାରିଲା ନାହିଁ। ବର୍ଷା ଏବଂ କମ ଆଲୋକକୁ ଦୃଷ୍ଟିରେ ରଖି ମ୍ୟାଚ ଡ୍ର ବୋଲି ଘୋଷଣା କରାଯାଇଥିଲା। ଏହି ସିରିଜରେ ଭାରତ ଏବଂ ଅଷ୍ଟ୍ରେଲିଆର ଦଳ ୧-୧ରେ ବରାବର ହୋଇଛି।
Trending
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
Next Post