ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବକ୍ସିଂ ଡେ’ ଟେଷ୍ଟ ଆରମ୍ଭ ହୋଇଛି। ଚତୁର୍ଥ ଟେଷ୍ଟରେ ଅଷ୍ଟ୍ରେଲୀୟ ଅଧିନାୟକ ପ୍ୟାଟ କମିନ୍ସ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଅଷ୍ଟ୍ରେଲିଆ ଏହାର ପ୍ଲେ -୧୧ ଘୋଷଣା କରିସାରିଛି। ନାଥନ ମ୍ୟାକସ୍ବେନିଙ୍କ ସ୍ଥାନରେ ସାମ କନଷ୍ଟାସଙ୍କୁ ଏକ ସୁଯୋଗ ଦିଆଯାଇଛି। ଏଥି ସହିତ ଭାରତୀୟ ଦଳରେ ମଧ୍ୟ ପରିବର୍ତ୍ତନ ଆସିଛି। ଶୁବମାନ ଗିଲଙ୍କୁ ବିଶ୍ରାମ ଦିଆଯାଇଛି। ତାଙ୍କ ସ୍ଥାନରେ ୱାଶିଂଟନ ସୁନ୍ଦରଙ୍କୁ ସୁଯୋଗ ଦିଆଯାଇଛି। ଜାଡେଜାଙ୍କ ସହ ଜଣେ ଅତିରିକ୍ତ ସ୍ପିନରଙ୍କୁ ଏକ ସୁଯୋଗ ମିଳିଛି। ଯଶସ୍ବୀଙ୍କ ସହ ସେ ଇନିଂସ ଓପନ୍ କରିବେ ବୋଲି ରୋହିତ କହିଛନ୍ତି।
Trending
- ଗୁରୁବାର ପାଇଁ ସରିଲା ରଥଟଣା,ନନ୍ଦିଘୋଷ ରଥ ଚକେ ଗଡ଼ିଲା
- ବିନା ଟାହିଆରେ ବଡ଼ଦାଣ୍ଡକୁ ଓହ୍ଲାଇଲେ କାଳିଆ ସାଆନ୍ତ,ଚାରିଆଡ଼େ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି
- ରଥଯାତ୍ରାରେ ଅଘଟଣ , ମରିଚିକୋଟ ଛକରେ ଦଳାଚକଟାରେ ଜଣେ ମୃତ,150 ଆହତ
- ଦନ୍ଦିଘୋଷ ରଥରେ ବିରାଜମାନ କାଳିଆ ସାଆନ୍ତ, କଳା ଶ୍ରୀମୁଖକୁ ଚାହିଁ ଭାବ ବିହ୍ବଳ ହେଉଛନ୍ତି ଭକ୍ତ
- ସୁଦର୍ଶନଙ୍କ ପହଣ୍ଡି ପଛକୁ ପଛ ଆରମ୍ଭ ହୋଇଛି ପ୍ରଭୁ ଶ୍ରୀବଳଭଦ୍ରଙ୍କ ଗୋଟି ପହଣ୍ଡି ,ଅପେକ୍ଷାରତ ତାଳଧ୍ବଜରେ ହେଲେ ରଥାରୂଢ
- ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ ଆରମ୍ଭ ହୋଇଛି ଶ୍ରୀଜିଉଙ୍କ ପହଣ୍ଡି ବିଜେ
- ଆସନ୍ତାକାଲି ସକାଳ ସୁଦ୍ଧା ପୁରୀର କେତେକ ଅଞ୍ଚଳରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା,ପୁରୀକୁ ରେଡ ୱାର୍ଣ୍ଣିଂ ଜାରି
- ନୋଏଡା ମମୁରା ଗାଁରେ ଏକ ବହୁ ମହଲା ବିଲିଡିଂରେ ଭୟଙ୍କର ଅଗ୍ନିକାଣ୍ଡ,୨ ମୃତ
- ପାରାଦୀପ-ହରିଦାସପୁର ରେଳଲାଇନର ହେବ ଦୋହରୀକରଣ
- ଆସନ୍ତାକାଲି ପବିତ୍ର ଘୋଷଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ପ୍ରକାଶ ପାଇଛି,୪ଟାରୁ ଆରମ୍ଭ ହେବ ରଥଟଣା