ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୋମବାର ରାଜ୍ୟବାସୀଙ୍କ ପାଇଁ ଏକ ବଡ଼ ବୟାନ ଦେଇଛନ୍ତି। ୨୦୨୫ ଫେବୃଆରୀ ମାସରୁ ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ ହେବ ବୋଲି ସ୍ବାସ୍ଥ୍ୟ ମନ୍ତ୍ରୀ କହିଛନ୍ତି। ଏପରିକି ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ମଧ୍ୟ ଲାଗୁ କରାଯିବ ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି। ରାଜ୍ୟର ସାଢ଼େ ୩ କୋଟି ଲୋକଙ୍କୁ ଏହି କାର୍ଡ ମିଳିବ। ଏହା ଦ୍ୱାରା ରାଜ୍ୟବାସୀ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଉପକୃତ ହୋଇ ପାରିବେ।
Trending
- ସୁନାବେଶ ଓ ଅଧରପଣା ପାଇଁ ପୁରୀକୁ ଚାଲିବ ସ୍ୱତନ୍ତ୍ର ଟ୍ରେନ୍
- ଆଜି ରଥ ଉପରେ ମହାପ୍ରଭୁଙ୍କ ସୁନାବେଶ,ବଡ଼ଦାଣ୍ଡରେ ରାଜାଧିରାଜ ରୂପରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି
- ବ୍ୟକ୍ତିଗତ କାରଣରୁ ରାଜ୍ୟ ବାହାରକୁ କିମ୍ବା ବିଦେଶ ଯିବା ପାଇଁ ଅତି କମ୍ ରେ ୨୧ ଦିନ ପୂର୍ବରୁ ଛୁଟି ଆବେଦନ କରିବାକୁ ନିର୍ଦ୍ଦେଶ ଜାରି
- ବାହୁଡ଼ା ଯାତ୍ରା ବେଳେ ପୁଣି ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ, ମୃତକ ଜଣକ କଟକର ଅବିରାମ ଦାସ
- ପେପର ଲିକ୍ ପାଇଁ ଦୋଷୀ ସାବ୍ୟସ୍ତ ହୋଇଥିବା ଲୋକଙ୍କୁ ୧୦ ବର୍ଷ ଜେଲ୍ ଦଣ୍ଡ ଏବଂ ୧୦ କୋଟିର ଜରିମାନା ଦେବାକୁ ପଡ଼ିବ
- ଆଜି ପବିତ୍ର ବାହୁଡ଼ା ଯାତ୍ରା, କାଳିଆର ପହଣ୍ଡି ବିଜେ ,ସାଆନ୍ତକୁ ଦେଖିବା ପାଇଁ କାହିଁ କେତେ ଦୂରରୁ ଧାଇଁ ଆସିଛି ଭକ୍ତ
- ଅଗଷ୍ଟ ୧୬ରେ ଡିଜିପି ଖୁରାନିଆଙ୍କ ଅବସର,ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି
- ୨୬ ଦିନର ଅନଶନ ଭାଙ୍ଗିଲେ ସୋନମ ୱାଙ୍ଗଚୁକ,ଅହିଂସାର ପଥରେ ଆନ୍ଦୋଳନ ଜାରି ରଖିବାକୁ ଦେଲେ ଆହ୍ୱାନ
- ଆଜି ପବିତ୍ର ବାହୁଡ଼ା ଯାତ୍ରା , ଜନ୍ମବେଦୀରୁ ଶ୍ରୀମନ୍ଦିରକୁ ଫେରିବେ ଚତୁର୍ଦ୍ଧାବିଗ୍ରହ
- ଆସନ୍ତାକାଲି ଶ୍ରୀମନ୍ଦିରକୁ ବାହୁଡ଼ିବେ ଶ୍ରୀଜିଉ,ଆଜି ନବମୀ ତିଥିରେ ସନ୍ଧ୍ୟା ଦର୍ଶନ କରିବେ ଭକ୍ତ