ଆଜି ଆକାଶରେ ଦିଶିବ କଳା ଜହ୍ନ

ଆଜି ଆକାଶରେ ଦିଶିବ କଳା ଜହ୍ନ। ସେହିପରି ୩ ମାସରେ ୪ ଥର ଅମାବାସ୍ୟା ଆସିଥିଲେ ବି ତାହାକୁ କଳା ଜହ୍ନ ବୋଲି କୁହାଯାଏ। କଳାଜହ୍ନ କଥା କହିଲେ ମନରେ ଅନେକ କୌତୁହଳ, ରୋମାଞ୍ଚ ଏବଂ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଥାଏ। ସାଧାରଣତଃ ଗୋଟିଏ ମାସରେ ଦୁଇ ଥର ଅମାବାସ୍ୟା ପଡ଼ିଲେ ଏହା ଦୃଶ୍ୟମାନ ହୋଇଥାଏ। ଦ୍ୱିତୀୟ ଅମାବାସ୍ୟା ରାତିକୁ କଳା ଜହ୍ନ ବୋଲି କୁହାଯାଇଥାଏ।