ଦେଶରେ ବଢ଼ିବାରେ ଲାଗିଛି ଏଚ୍ଏମ୍ପି ଆକ୍ରାନ୍ତଙ୍କ ସଂଖ୍ୟା। ନାଗପୁରରେ ଆଉ ୨ଜଣ ଏଚ୍ଏମ୍ପି ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ନାଗପୁରେ ଏହି ଭାଇରସ୍ ଦ୍ବାରା ଆକ୍ରାନ୍ତ ହୋଇଥିବା ଦୁଇ ଶିଶୁଙ୍କ ବୟସ ୭ ଏବଂ ୧୪ ବର୍ଷ। ଉଭୟ ଜ୍ବର, କାଶରେ ପୀଡିତ ଅଛନ୍ତି । ଏହି ଦୁଇ ଜଣଙ୍କୁ ମିଶାଇ ଦେଶରେ ସମୁଦାୟ ଏଚ୍ଏମ୍ପି ପଜିଟିଭ୍ ଆକ୍ରାନ୍ତଙ୍କ ସଂଖ୍ୟା ୭ରେ ପହଞ୍ଚିଛି। ନାଗପୁରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଦୁଇ ଜଣଙ୍କ ଠାରେ ଏଚଏମପି ଭୂତାଣୁ ଥିବା ରିପୋର୍ଟରେ ଜଣାପଡିଛି ।
Trending
- ଗୁରୁବାର ପାଇଁ ସରିଲା ରଥଟଣା,ନନ୍ଦିଘୋଷ ରଥ ଚକେ ଗଡ଼ିଲା
- ବିନା ଟାହିଆରେ ବଡ଼ଦାଣ୍ଡକୁ ଓହ୍ଲାଇଲେ କାଳିଆ ସାଆନ୍ତ,ଚାରିଆଡ଼େ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି
- ରଥଯାତ୍ରାରେ ଅଘଟଣ , ମରିଚିକୋଟ ଛକରେ ଦଳାଚକଟାରେ ଜଣେ ମୃତ,150 ଆହତ
- ଦନ୍ଦିଘୋଷ ରଥରେ ବିରାଜମାନ କାଳିଆ ସାଆନ୍ତ, କଳା ଶ୍ରୀମୁଖକୁ ଚାହିଁ ଭାବ ବିହ୍ବଳ ହେଉଛନ୍ତି ଭକ୍ତ
- ସୁଦର୍ଶନଙ୍କ ପହଣ୍ଡି ପଛକୁ ପଛ ଆରମ୍ଭ ହୋଇଛି ପ୍ରଭୁ ଶ୍ରୀବଳଭଦ୍ରଙ୍କ ଗୋଟି ପହଣ୍ଡି ,ଅପେକ୍ଷାରତ ତାଳଧ୍ବଜରେ ହେଲେ ରଥାରୂଢ
- ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ ଆରମ୍ଭ ହୋଇଛି ଶ୍ରୀଜିଉଙ୍କ ପହଣ୍ଡି ବିଜେ
- ଆସନ୍ତାକାଲି ସକାଳ ସୁଦ୍ଧା ପୁରୀର କେତେକ ଅଞ୍ଚଳରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା,ପୁରୀକୁ ରେଡ ୱାର୍ଣ୍ଣିଂ ଜାରି
- ନୋଏଡା ମମୁରା ଗାଁରେ ଏକ ବହୁ ମହଲା ବିଲିଡିଂରେ ଭୟଙ୍କର ଅଗ୍ନିକାଣ୍ଡ,୨ ମୃତ
- ପାରାଦୀପ-ହରିଦାସପୁର ରେଳଲାଇନର ହେବ ଦୋହରୀକରଣ
- ଆସନ୍ତାକାଲି ପବିତ୍ର ଘୋଷଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ପ୍ରକାଶ ପାଇଛି,୪ଟାରୁ ଆରମ୍ଭ ହେବ ରଥଟଣା
Prev Post