କଲେଜ ଓ ସ୍କୁଲ ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ଛୁଟି ଘୋଷଣା କରିଛନ୍ତି। ଏହି ନିର୍ଦ୍ଦେଶ ଅନୁଯାୟୀ, ଜାନୁୟାରୀ ୧୧ ରୁ ୧୬ ପର୍ଯ୍ୟନ୍ତ କଲେଜଗୁଡ଼ିକରେ ମୋଟ ଛଅ ଦିନ ଛୁଟି ରହିବ। ସେହିପରି ସ୍କୁଲଗୁଡିକ ଜାନୁଆରୀ ୧୧ ରୁ ୧୭ ପର୍ଯ୍ୟନ୍ତ ସାତ ଦିନ ପାଇଁ ଛୁଟି ରହିବ। ମକର ସଂକ୍ରାନ୍ତି ଦକ୍ଷିଣ ଭାରତରେ ଏକ ନିଆରା ପର୍ବ ଭାବରେ ବେଶ ଜଣାଶୁଣା । ମକର ସଙ୍କ୍ରାନ୍ତି, ନୂତନ ବର୍ଷର ଶୁଭ ଆରମ୍ଭ । ଏହି ଅବସରରେ ଲୋକମାନେ ଗାଁରେ ଗୁଡ଼ି ଉଡାଇବ ସହ ମଉଜମସ୍ତି କରିଥାନ୍ତି। ବିଶେଷକରି ଏହି ସମୟରେ ଗାଁର ପ୍ରତିଟି ଘରେ ବିଭିନ୍ନ ପ୍ରକାର ପିଠାପଣାର ଆସର ଜମିଥାଏ ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ