ଆସନ୍ତା 13 ତାରିଖଠୁ ମହାକୁମ୍ଭ ଆରମ୍ଭ ହେଉଥିବାରୁ ସୁରକ୍ଷା ଉପରେ ସର୍ବାଧିକ ଗୁରୁତ୍ବ ଦେଇଛି ଉତ୍ତର ପ୍ରଦେଶ ପୋଲିସ । ଏଆଇ ଟୋକନୋଲୋଜିର ଉପଯୋଗ ସହ କୁମ୍ଭମେଳା ସ୍ଥଳରେ ଲାଗିଛି 4 ହଜାର କ୍ୟାମେରା । ସାଇବର ଠକଙ୍କ ଉପରେ ବି ରହିଛି ନଜର । ସିଙ୍ଗଲ ୟୁଜ ପ୍ଲାଷ୍ଟିକ ସମ୍ପୂର୍ଣ୍ଣ ବ୍ୟାନ କରାଯାଇଥିବାବେଳେ ପରିବେଶକୁ ସ୍ବଚ୍ଛ ରଖିବାକୁ ବହୁ ବଡ଼ ପଦକ୍ଷେପ ନେଇଛନ୍ତି ସରକାର । ଦେଶ, ବିଦେଶରୁ ସାଧୁ, ସନ୍ଥଙ୍କ ସମେତ ଚଳିତବର୍ଷ ମହାକୁମ୍ଭରେ ବିଶ୍ବର ବିଭିନ୍ନ ୟୁନିଭରସିଟିରୁ ଶିକ୍ଷାବିତ ମଧ୍ୟ ଯୋଗଦେବେ ।
Trending
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ