ଜିମ୍ରେ ରଶ୍ମିକା ମନ୍ଦାନା ଆହତ
ଅଭିନେତ୍ରୀ ରଶ୍ମିକା ମନ୍ଦାନାଙ୍କ ଗୋଡ଼ରେ ଆଘାତ ଲାଗିଛି। ସେ ଇନ୍ଷ୍ଟାଗ୍ରାମରେ ଏକ ପୋଷ୍ଟ କରି ୪ଟି ଫଟୋ ଶେୟାର କରିବା ସହ ଏହି ସୂଚନା ଦେଇଛନ୍ତି। ଉକ୍ତ ଫଟୋଗୁଡ଼ିକରେ ରଶ୍ମିକାଙ୍କର ଆଘାତପ୍ରାପ୍ତ ଗୋଡ଼ ଦୃଶ୍ୟମାନ ହେଉଛି। ଏହାସହ ତାଙ୍କ ଗୋଡ଼ରେ ପ୍ଲାଷ୍ଟର କରାଯାଇଛି ଏବଂ ସେ ବିଶ୍ରାମ କରୁଥିବାର ଏହି ଫଟୋଗୁଡ଼ିକରେ ଦେଖିବାକୁ ମିଳିଛି।